Judges 5:20 — Compare Translations
5 translations compared side by side
Odia - 1840
"ତାରାଗଣ ସମାନଙ୍କେ ବିରକ୍ସ୍ଟଦ୍ଧ ରେ ଆକାଶରକ୍ସ୍ଟ ୟକ୍ସ୍ଟଦ୍ଧ କଲେ। ଆକାଶ ରେ ସମାନଙ୍କେର ପଥରକ୍ସ୍ଟ ସମାନେେ ସୀଷରା ବିପକ୍ଷ ରେ ୟକ୍ସ୍ଟଦ୍ଧ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାରାଗଣ ଆକାଶରୁ ଯୁଦ୍ଧ କଲେ, ସେମାନେ ଆପଣା ଆପଣା ପଥରେ ସୀଷରା ବିରୁଦ୍ଧରେ ଯୁଦ୍ଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତାରାଗଣ ସେମାନଙ୍କ ବିରୁଦ୍ଧରେ ଆକାଶରୁ ଯୁଦ୍ଧ କଲେ। ଆକାଶରେ ସେମାନଙ୍କର ପଥରୁ ସେମାନେ ସୀଷରା ବିପକ୍ଷରେ ଯୁଦ୍ଧ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାରାଗଣ ଆକାଶରୁ ଯୁଦ୍ଧ କଲେ, ସେମାନେ ଆପଣା ଆପଣା ପଥରେ ସୀଷରା ବିରୁଦ୍ଧରେ ଯୁଦ୍ଧ କଲେ।
Odia IRV 2017 (ଓଡିଆ ବାଇବେଲ)
ତାରାଗଣ ଆକାଶରୁ ଯୁଦ୍ଧ କଲେ, ସେମାନେ ଆପଣା ଆପଣା ପଥରେ ସୀଷରା ବିରୁଦ୍ଧରେ ଯୁଦ୍ଧ କଲେ।
Recommended Reading