Judges 5:23 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କର ଦୂତ କହିଗଲେ, ମରେୋସ ଲୋକକୁ ଶାପଦିଅ ଏବଂ ପାପ ଦିଅ! ସମାନଙ୍କେ ସୈନ୍ଯ ସଦାପ୍ରଭୁଙ୍କୁ ସାହାୟ୍ଯ କରିବାକୁ ଆସି ତ ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ଦୂତ କହିଲେ, ତୁମ୍ଭେମାନେ ମେରୋସକୁ ଶାପ ଦିଅ, ତୁମ୍ଭେମାନେ ତହିଁ ନିବାସୀମାନଙ୍କୁ ଦାରୁଣ ଶାପ ଦିଅ; କାରଣ ସେମାନେ ସଦାପ୍ରଭୁଙ୍କ ସାହାଯ୍ୟକୁ, ବୀରମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ ସାହାଯ୍ୟକୁ ଆସିଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ସଦାପ୍ରଭୁଙ୍କର ଦୂତ କହିଗଲେ, ‘ମେରୋସ ଲୋକକୁ ଶାପଦିଅ ଏବଂ ପାପ ଦିଅ! ସେମାନଙ୍କ ସୈନ୍ୟ ସଦାପ୍ରଭୁଙ୍କୁ ସାହାଯ୍ୟ କରିବାକୁ ଆସି ନ ଥିଲେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ଦୂତ କହିଲେ, ‘ତୁମ୍ଭେମାନେ ମେରୋସକୁ ଶାପ ଦିଅ,’ ‘ତୁମ୍ଭେମାନେ ତହିଁ ନିବାସୀମାନଙ୍କୁ ଦାରୁଣ ଶାପ ଦିଅ; କାରଣ ସେମାନେ ସଦାପ୍ରଭୁଙ୍କ ସାହାଯ୍ୟକୁ, ବୀରମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ ସାହାଯ୍ୟକୁ ଆସିଲେ ନାହିଁ।’
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ଦୂତ କହିଲେ, ତୁମ୍ଭେମାନେ ମେରୋସକୁ ଶାପ ଦିଅ, ତୁମ୍ଭେମାନେ ତହିଁ ନିବାସୀମାନଙ୍କୁ ଦାରୁଣ ଶାପ ଦିଅ; କାରଣ ସେମାନେ ସଦାପ୍ରଭୁଙ୍କ ସାହାଯ୍ୟକୁ, ବୀରମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ ସାହାଯ୍ୟକୁ ଆସିଲେ ନାହିଁ।