Judges 5:24 — Compare Translations

5 translations compared side by side

Odia - 1840
"ସ୍ତ୍ରୀ ମାନଙ୍କ ମଧିଅରେ କନେୀଯ ହବରେ ସ୍ତ୍ରୀ ୟାଯେଲ୍ ଧନ୍ଯ ହବେେ। ତମ୍ବୁ ନିବାସିନୀମାନଙ୍କ ମଧିଅରେ ଧନ୍ଯ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସ୍ତ୍ରୀମାନଙ୍କ ମଧ୍ୟରେ କେନୀୟ ହେବରର ଭାର୍ଯ୍ୟା ଯାୟେଲ ଧନ୍ୟ ହେବ, ତମ୍ଵୁନିବାସୀ ସ୍ତ୍ରୀମାନଙ୍କ ମଧ୍ୟରେ ସେ ଧନ୍ୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସ୍ତ୍ରୀମାନଙ୍କ ମଧ୍ୟରେ କେନୀୟ ହେବରର ସ୍ତ୍ରୀ ଯାୟେଲ ଧନ୍ୟ ହେବେ। ତମ୍ବୁ ନିବାସିନୀମାନଙ୍କ ମଧ୍ୟରେ ଧନ୍ୟ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସ୍ତ୍ରୀମାନଙ୍କ ମଧ୍ୟରେ କେନୀୟ ହେବରର ଭାର୍ଯ୍ୟା ଯାୟେଲ ଧନ୍ୟ ହେବ, ତମ୍ବୁନିବାସୀ ସ୍ତ୍ରୀମାନଙ୍କ ମଧ୍ୟରେ ସେ ଧନ୍ୟ ହେବ।
Odia IRV 2017 (ଓଡିଆ ବାଇବେଲ)
ସ୍ତ୍ରୀମାନଙ୍କ ମଧ୍ୟରେ କେନୀୟ ହେବରର ଭାର୍ଯ୍ୟା ଯାୟେଲ ଧନ୍ୟ ହେବ, ତମ୍ବୁନିବାସୀ ସ୍ତ୍ରୀମାନଙ୍କ ମଧ୍ୟରେ ସେ ଧନ୍ୟ ହେବ।