Judges 5:25 — Compare Translations
5 translations compared side by side
Odia - 1840
"ସୀଷରା ଜଳ ମାଗିଲେ ସେ ତାଙ୍କୁ କ୍ଷୀର ଦେଲେ। ରାଜ ଉପୟକ୍ସ୍ଟକ୍ତ ପାତ୍ର ରେ ଦଧି ଆଣି ତାଙ୍କୁ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୀଷରା ଜଳ ମାଗନ୍ତେ, ସେ ତାହାକୁ ଦୁଗ୍ଧ ଦେଲା; ସେ ରାଜୋପଯୁକ୍ତ ପାତ୍ରରେ ଦଧି ଆଣି ତାହାକୁ ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସୀଷରା ଜଳ ମାଗିଲେ ସେ ତାଙ୍କୁ କ୍ଷୀର ଦେଲେ। ରାଜ ଉପଯୁକ୍ତ ପାତ୍ରରେ ଦଧି ଆଣି ତାଙ୍କୁ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୀଷରା ଜଳ ମାଗନ୍ତେ, ସେ ତାହାକୁ ଦୁଗ୍ଧ ଦେଲା; ସେ ରାଜୋପଯୁକ୍ତ ପାତ୍ରରେ ଦଧି ଆଣି ତାହାକୁ ଦେଲା।
Odia IRV 2017 (ଓଡିଆ ବାଇବେଲ)
ସୀଷରା ଜଳ ମାଗନ୍ତେ, ସେ ତାହାକୁ ଦୁଗ୍ଧ ଦେଲା; ସେ ରାଜୋପଯୁକ୍ତ ପାତ୍ରରେ ଦଧି ଆଣି ତାହାକୁ ଦେଲା।