Judges 5:26 — Compare Translations

5 translations compared side by side

Odia - 1840
"ୟାଯେଲ୍ ଗୋଟିଏ ହାତ ରେ ମେଖଣା ଧରି ଦକ୍ଷିଣ ହସ୍ତ ରେ ପିଟଣା ଧରି ସୀଷରାର ମକ୍ସ୍ଟଣ୍ତ ଫଟାଇ ଦେଲେ କର୍ଣ୍ଣମୂଳ ରେ ୟାଇ ମେଖଳା ପଶିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମେଖ ଧରିବାକୁ ଆପଣା ହସ୍ତ ଓ କାରିଗରର ପିଟଣା ଧରିବାକୁ ଆପଣା ଦକ୍ଷିଣ ହସ୍ତ ବଢ଼ାଇଲା; ସେ ସୀଷରାକୁ ପିଟିଲା, ସେ ତାହାର ମସ୍ତକ ବିନ୍ଧି ପକାଇଲା, ହଁ, ସେ ତାହାର କର୍ଣ୍ଣମୂଳ ଫୋଡ଼ି ଭେଦ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯାୟେଲ ଗୋଟିଏ ହାତରେ ମେଖଣା ଧରି ଦକ୍ଷିଣ ହସ୍ତରେ ପିଟଣା ଧରି ସୀଷରାର ମୁଣ୍ଡ ଫଟାଇ ଦେଲେ କର୍ଣ୍ଣମୂଳରେ ଯାଇ ମେଖଣା ପଶିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତମ୍ବୁ ମେଖ ଧରିବାକୁ ଆପଣା ହସ୍ତ ଓ କାରିଗରର ପିଟଣା ଧରିବାକୁ ଆପଣା ଦକ୍ଷିଣ ହସ୍ତ ବଢ଼ାଇଲା; ସେ ସୀଷରାକୁ ପିଟିଲା, ସେ ତାହାର ମସ୍ତକ ବିନ୍ଧି ପକାଇଲା, ହଁ, ସେ ତାହାର କର୍ଣ୍ଣମୂଳ ଫୋଡ଼ି ଭେଦ କଲା।
Odia IRV 2017 (ଓଡିଆ ବାଇବେଲ)
ସେ ତମ୍ବୁ ମେଖ ଧରିବାକୁ ଆପଣା ହସ୍ତ ଓ କାରିଗରର ପିଟଣା ଧରିବାକୁ ଆପଣା ଦକ୍ଷିଣ ହସ୍ତ ବଢ଼ାଇଲା; ସେ ସୀଷରାକୁ ପିଟିଲା, ସେ ତାହାର ମସ୍ତକ ବିନ୍ଧି ପକାଇଲା, ହଁ, ସେ ତାହାର କର୍ଣ୍ଣମୂଳ ଫୋଡ଼ି ଭେଦ କଲା।