Judges 5:28 — Compare Translations
5 translations compared side by side
Odia - 1840
"ସୀଷରାର ମାଁ ଝରକା ପାଖ ରେ ଅପେକ୍ଷା କରୁଥିଲା ଏବଂ ସେ ଜାଲି ଦଇେ ଗ୍ଭହକ୍ସ୍ଟଁଥିଲା। ସେ ଏହା ଚିନ୍ତା କରି କାନ୍ଦକ୍ସ୍ଟଥିଲା, ସୀଷରାର ରଥ ବିଳମ୍ବ କାହିଁକି? ମୁ କାହିଁକି ତଥାପି ତା'ର ରଥ ଶଦ୍ଦ ଶକ୍ସ୍ଟଣି ପାରକ୍ସ୍ଟ ନାହିଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୀଷରାର ମାତା ଝରକା ଦେଇ ଚାହିଁ ଚାହିଁ ଡାକି କହିଲା, ସେ ଜାଲି ପରଦା ଦେଇ ଡାକି କହିଲା, ତାହାର ରଥ ଆସିବାକୁ କାହିଁକି ଏତେ ବିଳମ୍ଵ କରୁଛି? ତାହାର ରଥଚକ୍ର କାହିଁକି ପଛେ ପଡ଼ୁଅଛି?
Odia Bible ERV 2004 (ପବିତ୍ର ବାଇବଲ)
“ସୀଷରାର ମା ଝରକା ପାଖରେ ଅପେକ୍ଷା କରୁଥିଲା ଏବଂ ସେ ଜାଲି ଦେଇ ଗ୍ଭହୁଁଥିଲା। ସେ ଏହା ଚିନ୍ତା କରି କାନ୍ଦୁଥିଲା, ‘ସୀଷରାର ରଥ ବିଳମ୍ବ କାହିଁକି? ତଥାପି, ମୁଁ କାହିଁକି ତା’ର ରଥ ଶବ୍ଦ ଶୁଣି ପାରୁ ନାହିଁ?’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୀଷରାର ମାତା ଝରକା ଦେଇ ଚାହିଁ ଚାହିଁ ଡାକି କହିଲା, ସେ ଜାଲି ପରଦା ଦେଇ ଡାକି କହିଲା, ‘ତାହାର ରଥ ଆସିବାକୁ କାହିଁକି ଏତେ ବିଳମ୍ବ କରୁଛି? ତାହାର ରଥଚକ୍ର କାହିଁକି ପଛେ ପଡ଼ୁଅଛି?’
Odia IRV 2017 (ଓଡିଆ ବାଇବେଲ)
ସୀଷରାର ମାତା ଝରକା ଦେଇ ଚାହିଁ ଚାହିଁ ଡାକି କହିଲା, ସେ ଜାଲି ପରଦା ଦେଇ ଡାକି କହିଲା, ତାହାର ରଥ ଆସିବାକୁ କାହିଁକି ଏତେ ବିଳମ୍ବ କରୁଛି? ତାହାର ରଥଚକ୍ର କାହିଁକି ପଛେ ପଡ଼ୁଅଛି?