Judges 5:29 — Compare Translations

5 translations compared side by side

Odia - 1840
"ତା'ର ସବୁଠକ୍ସ୍ଟଁ ଜ୍ଞାନବତୀ ସହଚରୀ ତାଙ୍କୁ ଉତ୍ତର ଦଲୋ, ପ୍ରକୃତ ରେ ସେ ତାକକ୍ସ୍ଟ ଏକ ଉତ୍ତର ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ଜ୍ଞାନବତୀ ସହଚରୀମାନେ ତାହାକୁ ଉତ୍ତର ଦେଲେ, ହଁ, ସେ ମଧ୍ୟ ଆପେ ଆପଣାକୁ ଉତ୍ତର ଦେଇ କହିଲା,
Odia Bible ERV 2004 (ପବିତ୍ର ବାଇବଲ)
“ତା’ର ସବୁଠୁଁ ଜ୍ଞାନବତୀ ସହଚରୀ ତାଙ୍କୁ ଉତ୍ତର ଦେଲା, ପ୍ରକୃତରେ ସେ ତାକୁ ଏକ ଉତ୍ତର ଦେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ଜ୍ଞାନବତୀ ସହଚରୀମାନେ ତାହାକୁ ଉତ୍ତର ଦେଲେ, ହଁ, ସେ ମଧ୍ୟ ଆପେ ଆପଣାକୁ ଉତ୍ତର ଦେଇ କହିଲା,
Odia IRV 2017 (ଓଡିଆ ବାଇବେଲ)
ତାହାର ଜ୍ଞାନବତୀ ସହଚରୀମାନେ ତାହାକୁ ଉତ୍ତର ଦେଲେ, ହଁ, ସେ ମଧ୍ୟ ଆପେ ଆପଣାକୁ ଉତ୍ତର ଦେଇ କହିଲା,