Judges 5:3 — Compare Translations
5 translations compared side by side
Odia - 1840
"ହେ, ରାଜଗଣ ଶକ୍ସ୍ଟଣ, ହେ ଭୂପତି କ'ଣ କର୍ଣ୍ଣ ଡରେ। ମୁ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଗାନ କରିବି। ମୁ ସଦାପ୍ରଭୁଙ୍କର ସଂଗୀତ ରଚନା କରିବି। ମୁ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କର ପ୍ରଶଂସା ଗାନ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ରାଜଗଣ, ଶୁଣ; ହେ ଭୂପତିଗଣ, କର୍ଣ୍ଣ ଡେର; ମୁଁ, ମୁଁ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି; ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ପ୍ରଶଂସା ଗାନ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
“ହେ, ରାଜଗଣ ଶୁଣ, ହେ ଭୂପତି ଗଣ କର୍ଣ୍ଣ ଡେର। ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି। ମୁଁ ସଦାପ୍ରଭୁଙ୍କର ସଙ୍ଗୀତ ରଚନା କରିବି। ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କର ପ୍ରଶଂସା ଗାନ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ରାଜାଗଣ, ଶୁଣ; ହେ ଭୂପତିଗଣ, କର୍ଣ୍ଣ ଡେର; ମୁଁ, ମୁଁ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି; ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରଶଂସା ଗାନ କରିବି।
Odia IRV 2017 (ଓଡିଆ ବାଇବେଲ)
ହେ ରାଜାଗଣ, ଶୁଣ; ହେ ଭୂପତିଗଣ, କର୍ଣ୍ଣ ଡେର; ମୁଁ, ମୁଁ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି; ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରଶଂସା ଗାନ କରିବି।