Judges 5:30 — Compare Translations
5 translations compared side by side
Odia - 1840
"ମୁ ନିଶ୍ଚିତ, ସମାନେେ ୟକ୍ସ୍ଟଦ୍ଧ ରେ ବିଜଯୀ ହାଇେଛନ୍ତି। ସମାନେେ ଲକ୍ସ୍ଟସ୍ଖିତ ସାମଗ୍ରୀ ସବୁ ନଇେ ଯାଉଛନ୍ତି। ସମାନେେ ଲକ୍ସ୍ଟସ୍ଖିତ ସାମଗ୍ରୀକକ୍ସ୍ଟ ସମାନଙ୍କେ ମଧିଅରେ ଭାଗ କରୁଛନ୍ତି। ପ୍ରେତ୍ୟକକ ସୈନ୍ଯ ଗୋଟିଏ ବା ଦକ୍ସ୍ଟଇଟି ୟକ୍ସ୍ଟବତୀ ନେଉଛନ୍ତି। ହାଇପୋ ରେ ସୀଷରା ରଂଗ କରାୟାଇଥିବା ବସ୍ତ୍ର ଖଣ୍ଡେ, ରଂଗ କରାୟାଇଥିବା ହସ୍ତ କର୍ମ ଚିତ୍ରିତ ବସ୍ତ୍ର କିମ୍ବା ବିଜତାେ ସୀଷରାର ପରିଧାନ ପାଇଁ ଦକ୍ସ୍ଟଇଟି ଖଣ୍ତ ପାଇଅଛି। "
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ କି ଲୁଟ ପାଇ ନାହାନ୍ତି, ସେମାନେ କି ବିଭାଗ କରି ନାହାନ୍ତି? ପ୍ରତ୍ୟେକ ପୁରୁଷ ପାଇଁ ଏକ କାମିନୀ, କିମ୍ଵା ଦୁଇ କାମିନୀ; ସୀଷରା ପାଇଁ ନାନା ବର୍ଣ୍ଣର ଲୁଟ, ନାନା ବର୍ଣ୍ଣର ସୂଚିକର୍ମନିର୍ମିତ ଚିତ୍ରିତ ବସ୍ତ୍ରର ଲୁଟ, ଲୁଟିତମାନଙ୍କ କଣ୍ଠରୁ ଦୁଇ ପାଖରେ ସୂଚିକର୍ମନିର୍ମିତ ନାନା ରଙ୍ଗର ଚିତ୍ରିତ ବସ୍ତ୍ର ।
Odia Bible ERV 2004 (ପବିତ୍ର ବାଇବଲ)
‘ମୁଁ ନିଶ୍ଚିତ, ସେମାନେ ଯୁଦ୍ଧରେ ବିଜୟୀ ହୋଇଛନ୍ତି। ସେମାନେ ଲୁଣ୍ଠିତ ସାମଗ୍ରୀ ସବୁ ନେଇ ଯାଉଛନ୍ତି। ସେମାନେ ଲୁଣ୍ଠିତ ସାମଗ୍ରୀକୁ ସେମାନଙ୍କ ମଧ୍ୟରେ ଭାଗ କରୁଛନ୍ତି। ପ୍ରତ୍ୟେକ ସୈନ୍ୟ ଗୋଟିଏ ବା ଦୁଇଟି ଯୁବତୀ ନେଉଛନ୍ତି। ହୋଇପାରେ ସୀଷରା ରଙ୍ଗ କରାଯାଇଥିବା ବସ୍ତ୍ର ଖଣ୍ଡେ, ରଙ୍ଗ କରାଯାଇଥିବା ହସ୍ତ କର୍ମ ଚିତ୍ରିତ ବସ୍ତ୍ର କିମ୍ବା ବିଜେତା ସୀଷରାର ପରିଧାନ ପାଇଁ ଦୁଇଟି ଖଣ୍ତ ପାଇଅଛି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘ସେମାନେ କି ଲୁଟ ପାଇ ନାହାନ୍ତି, ସେମାନେ କି ବିଭାଗ କରି ନାହାନ୍ତି? ପ୍ରତ୍ୟେକ ପୁରୁଷ ପାଇଁ ଏକ କାମିନୀ, କିମ୍ବା ଦୁଇ କାମିନୀ; ସୀଷରା ପାଇଁ ନାନା ବର୍ଣ୍ଣର ଲୁଟ, ନାନା ବର୍ଣ୍ଣର ସୂଚିକର୍ମନିର୍ମିତ ଚିତ୍ରିତ ବସ୍ତ୍ରର ଲୁଟ, ଲୁଟିତମାନଙ୍କ ଗଳାରୁ ଦୁଇ ପାଖରେ ସୂଚିକର୍ମନିର୍ମିତ ନାନା ରଙ୍ଗର ଚିତ୍ରିତ ବସ୍ତ୍ର।’
Odia IRV 2017 (ଓଡିଆ ବାଇବେଲ)
‘ସେମାନେ କି ଲୁଟ ପାଇ ନାହାନ୍ତି, ସେମାନେ କି ବିଭାଗ କରି ନାହାନ୍ତି? ପ୍ରତ୍ୟେକ ପୁରୁଷ ପାଇଁ ଏକ କାମିନୀ, କିମ୍ବା ଦୁଇ କାମିନୀ; ସୀଷରା ପାଇଁ ନାନା ବର୍ଣ୍ଣର ଲୁଟ, ନାନା ବର୍ଣ୍ଣର ସୂଚିକର୍ମନିର୍ମିତ ଚିତ୍ରିତ ବସ୍ତ୍ରର ଲୁଟ, ଲୁଟିତମାନଙ୍କ ଗଳାରୁ ଦୁଇ ପାଖରେ ସୂଚିକର୍ମନିର୍ମିତ ନାନା ରଙ୍ଗର ଚିତ୍ରିତ ବସ୍ତ୍ର।’
Recommended Reading