Judges 5:31 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ ତୁମ୍ଭର ସମସ୍ତ ଶତୃ ଏହିପରି ବିନଷ୍ଠ ହକ୍ସ୍ଟଅନ୍ତକ୍ସ୍ଟ। ମାତ୍ର, ତାଙ୍କର ପ୍ ରମେକାରୀମାନେ ସ୍ବପରାକ୍ରମ ରେ ଗତିକାରି ସୂର୍ୟ୍ଯ ତକ୍ସ୍ଟଲ୍ଯ ହକ୍ସ୍ଟଅନ୍ତକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ତୁମ୍ଭର ସମସ୍ତ ଶତ୍ରୁ ଏହିରୂପ ବିନଷ୍ଟ ହେଉନ୍ତୁ, ମାତ୍ର ତାହାଙ୍କ ପ୍ରେମକାରୀମାନେ ସ୍ଵପରାକ୍ରମରେ ଗତିକାରୀ ସୂର୍ଯ୍ୟ ତୁଲ୍ୟ⇧ ହେଉନ୍ତୁ । ଏ ଉତ୍ତାରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ସଦାପ୍ରଭୁ, ତୁମ୍ଭର ସମସ୍ତ ଶତ୍ରୁ ଏହିପରି ବିନଷ୍ଟ ହୁଅନ୍ତୁ। ମାତ୍ର, ତାଙ୍କର ପ୍ରେମକାରୀମାନେ ସ୍ୱପରାକ୍ରମରେ ଗତିକାରି ସୂର୍ଯ୍ୟ ତୁଲ୍ୟ ହୁଅନ୍ତୁ।” ଏହା ପରେ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ତୁମ୍ଭର ସମସ୍ତ ଶତ୍ରୁ ଏହିରୂପେ ବିନଷ୍ଟ ହେଉନ୍ତୁ, ମାତ୍ର ତାହାଙ୍କ ପ୍ରେମକାରୀମାନେ ସ୍ୱପରାକ୍ରମରେ ଗତିକାରୀ ସୂର୍ଯ୍ୟ ତୁଲ୍ୟ ହେଉନ୍ତୁ।” ଏଥିଉତ୍ତାରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭର ସମସ୍ତ ଶତ୍ରୁ ଏହିରୂପେ ବିନଷ୍ଟ ହେଉନ୍ତୁ, ମାତ୍ର ତାହାଙ୍କ ପ୍ରେମକାରୀମାନେ ସ୍ୱପରାକ୍ରମରେ ଗତିକାରୀ ସୂର୍ଯ୍ୟ ତୁଲ୍ୟ ହେଉନ୍ତୁ।” ଏଥିଉତ୍ତାରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା।