Judges 5:4 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ପ୍ରଥମେ ସଯେୀରରକ୍ସ୍ଟ ବାହାରିଲା ବେଳେ, ତୁମ୍ଭେ ଇଦୋମ କ୍ଷେତ୍ରରକ୍ସ୍ଟ ୟାତ୍ରା କଲା ବେଳେ ପୃଥିବୀ କଐିଲା। ଆକାଶ ବିନ୍ଦକ୍ସ୍ଟ ପାତ କଲା ମେଘମାଳା ଜଳପାତ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୁ, ତୁମ୍ଭେ ସେୟୀରରୁ ବାହାରିବା ବେଳେ, ତୁମ୍ଭେ ଇଦୋମ କ୍ଷେତ୍ରରୁଯାତ୍ରା କରିବା ବେଳେ ପୃଥିବୀ କମ୍ପିଲା, ଆକାଶ ମଧ୍ୟ ବିନ୍ଦୁପାତ କଲା, ହଁ, ମେଘମାଳା ଜଳପାତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ସଦାପ୍ରଭୁ, ତୁମ୍ଭେ ପ୍ରଥମେ ସେୟୀରରୁ ବାହାରିଲା ବେଳେ, ତୁମ୍ଭେ ଇଦୋମ କ୍ଷେତ୍ରରୁ ଯାତ୍ରା କଲାବେଳେ ପୃଥିବୀ କମ୍ପିଲା। ଆକାଶ ବିନ୍ଦୁ ପାତ କଲା ମେଘମାଳା ଜଳପାତ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୁ, ତୁମ୍ଭେ ସେୟୀରରୁ ବାହାରିବା ବେଳେ, ତୁମ୍ଭେ ଇଦୋମ କ୍ଷେତ୍ରରୁ ଯାତ୍ରା କରିବା ବେଳେ ପୃଥିବୀ କମ୍ପିଲା, ଆକାଶ ମଧ୍ୟ ବିନ୍ଦୁପାତ କଲା, ହଁ, ମେଘମାଳା ଜଳପାତ କଲା।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭେ ସେୟୀରରୁ ବାହାରିବା ବେଳେ, ତୁମ୍ଭେ ଇଦୋମ କ୍ଷେତ୍ରରୁ ଯାତ୍ରା କରିବା ବେଳେ ପୃଥିବୀ କମ୍ପିଲା, ଆକାଶ ମଧ୍ୟ ବିନ୍ଦୁପାତ କଲା, ହଁ, ମେଘମାଳା ଜଳପାତ କଲା।