Judges 5:6 — Compare Translations

5 translations compared side by side

Odia - 1840
"ସହେିଦିନ ଅନାତ୍ ପକ୍ସ୍ଟତ୍ର ଶମଗର ସମୟରେ ଏବଂ ୟାଯଲେ ସମୟରେ ମକ୍ସ୍ଟଖ୍ଯ ରାସ୍ତାଗକ୍ସ୍ଟଡିକ ଜନଶୂନ୍ଯ ହେଲା। ବପୋରୀମାନେ ପଥଗ୍ଭରିମାନେ ବକ୍ର ଉପ ପଥ ଦଇେ ଗମନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନାତ-ପୁତ୍ର ଶମ୍ଗର ସମୟରେ, ଯାୟେଲ ସମୟରେ ରାଜପଥସକଳ ଶୂନ୍ୟ ଥିଲା⇧ ଓ ପଥିକମାନେ ବକ୍ର ଉପପଥ ଦେଇ ଗମନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
“ଅନା‌ତ୍‌ର ପୁତ୍ର ଶ‌ମ୍‌ଗର ସମୟରେ ଏବଂ ଯାୟେଲ ସମୟରେ ମୁଖ୍ୟ ରାସ୍ତାଗୁଡ଼ିକ ଜନଶୂନ୍ୟ ହେଲା। ବେପାରୀମାନେ ଓ ପଥଗ୍ଭରିମାନେ ବକ୍ର ଉପପଥ ଦେଇ ଗମନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନାତ-ପୁତ୍ର ଶମ୍‍ଗର ସମୟରେ, ଯାୟେଲ ସମୟରେ ରାଜପଥସକଳ ଶୂନ୍ୟ ଥିଲା ଓ ପଥିକମାନେ ବକ୍ର ଉପପଥ ଦେଇ ଗମନ କଲେ।
Odia IRV 2017 (ଓଡିଆ ବାଇବେଲ)
ଅନାତ-ପୁତ୍ର ଶମ୍‍ଗର ସମୟରେ, ଯାୟେଲ ସମୟରେ ରାଜପଥସକଳ ଶୂନ୍ୟ ଥିଲା ଓ ପଥିକମାନେ ବକ୍ର ଉପପଥ ଦେଇ ଗମନ କଲେ।