Judges 5:7 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲ ମଧିଅରେ ଶାସନ କର୍ତ୍ତାଗଣ ଶୂନ୍ଯ ଥିଲେ। ମୁ ଦବୋର ଉତ୍ପନ୍ନ କରିବା ପର୍ୟ୍ଯନ୍ତ ମୁ ଇଶ୍ରାୟେଲ ରେ ମାତୃତକ୍ସ୍ଟଲ୍ଯ ଉତ୍ପନ୍ନ କରିବା ପର୍ୟ୍ଯନ୍ତ ସମାନେେ ଥିଲେ ଶୂନ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ ମଧ୍ୟରେ ଶାସନକର୍ତ୍ତୃଗଣ ଶୂନ୍ୟ ଥିଲେ, ମୁଁ ଦବୋରା ଉତ୍ପନ୍ନ ହେବା ପର୍ଯ୍ୟନ୍ତ, ମୁଁ ଇସ୍ରାଏଲ ମଧ୍ୟରେ ମାତୃ ତୁଲ୍ୟ ଉତ୍ପନ୍ନ ହେବା ପର୍ଯ୍ୟନ୍ତ ସେମାନେ ଶୂନ୍ୟ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
“ଇସ୍ରାଏଲ ମଧ୍ୟରେ ଶାସନକର୍ତ୍ତାଗଣ ଶୂନ୍ୟ ଥିଲେ। ମୁଁ ଦବୋରା ଇସ୍ରାଏଲରେ ମାତୃତୁଲ୍ୟ ଉତ୍ପନ୍ନ ନ କରିବା ପର୍ଯ୍ୟନ୍ତ ସେମାନେ ଶୂନ୍ୟ ଥିଲେ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲ ମଧ୍ୟରେ ଶାସନକର୍ତ୍ତୃଗଣ ଶୂନ୍ୟ ଥିଲେ, ମୁଁ ଦବୋରା ଉତ୍ପନ୍ନ ହେବା ପର୍ଯ୍ୟନ୍ତ, ମୁଁ ଇସ୍ରାଏଲ ମଧ୍ୟରେ ମାତୃ ତୁଲ୍ୟ ଉତ୍ପନ୍ନ ହେବା ପର୍ଯ୍ୟନ୍ତ ସେମାନେ ଶୂନ୍ୟ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲ ମଧ୍ୟରେ ଶାସନକର୍ତ୍ତୃଗଣ ଶୂନ୍ୟ ଥିଲେ, ମୁଁ ଦବୋରା ଉତ୍ପନ୍ନ ହେବା ପର୍ଯ୍ୟନ୍ତ, ମୁଁ ଇସ୍ରାଏଲ ମଧ୍ୟରେ ମାତୃତୁଲ୍ୟ ଉତ୍ପନ୍ନ ହେବା ପର୍ଯ୍ୟନ୍ତ ସେମାନେ ଶୂନ୍ୟ ଥିଲେ।