Judges 5:8 — Compare Translations

5 translations compared side by side

Odia - 1840
"ପରମେଶ୍ବର ନୂତନ ନେତାମାନଙ୍କୁ ନଗର ଦ୍ବାରା ରେ ୟକ୍ସ୍ଟଦ୍ଧ କରିବାକୁ ମନୋନୀତ କଲେ। ସମଗ୍ର ଇଶ୍ରାୟେଲର 40,000 ମଧିଅରେ ଏକ ବର୍ଚ୍ଛା ବା ଢାଲ ଦଖାଗେଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ନୂତନ ଦେବତାମାନଙ୍କୁ ମନୋନୀତ କଲେ, ତେଣୁ ନଗରଦ୍ଵାର ସବୁରେ ଯୁଦ୍ଧ ହେଲା; ଇସ୍ରାଏଲ ମଧ୍ୟରେ, ଚାଳିଶ ସହସ୍ର ଲୋକଙ୍କ ମଧ୍ୟରେ କି ଗୋଟିଏ ଢାଲ ଅବା ବର୍ଚ୍ଛା ଦେଖାଗଲା?
Odia Bible ERV 2004 (ପବିତ୍ର ବାଇବଲ)
“ପରମେଶ୍ୱର ନୂତନ ନେତାମାନଙ୍କୁ ନଗର ଦ୍ୱାରରେ ଯୁଦ୍ଧ କରିବାକୁ ମନୋନୀତ କଲେ। ସମଗ୍ର ଇସ୍ରାଏଲର 40,000 ମଧ୍ୟରେ ଏକ ବର୍ଚ୍ଛା ବା ଢାଲ ଦେଖାଗଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ନୂତନ ଦେବତାମାନଙ୍କୁ ମନୋନୀତ କଲେ, ତେଣୁ ନଗର-ଦ୍ୱାରସବୁରେ ଯୁଦ୍ଧ ହେଲା; ଇସ୍ରାଏଲ ମଧ୍ୟରେ, ଚାଳିଶ ସହସ୍ର ଲୋକଙ୍କ ମଧ୍ୟରେ କି ଗୋଟିଏ ଢାଲ ଅବା ବର୍ଚ୍ଛା ଦେଖାଗଲା?
Odia IRV 2017 (ଓଡିଆ ବାଇବେଲ)
ସେମାନେ ନୂତନ ଦେବତାମାନଙ୍କୁ ମନୋନୀତ କଲେ, ତେଣୁ ନଗରଦ୍ୱାର ସବୁରେ ଯୁଦ୍ଧ ହେଲା; ଇସ୍ରାଏଲ ମଧ୍ୟରେ, ଚାଳିଶ ସହସ୍ର ଲୋକଙ୍କ ମଧ୍ୟରେ କି ଗୋଟିଏ ଢାଲ ଅବା ବର୍ଚ୍ଛା ଦେଖାଗଲା?