Judges 5:9 — Compare Translations
5 translations compared side by side
Odia - 1840
"ମାରେ ହୃଦଯ ଇଶ୍ରାୟେଲର ଆଦେଶକର୍ତ୍ତାଙ୍କଠା ରେ ଅଛି, ୟିଏ ୟକ୍ସ୍ଟଦ୍ଧ ପାଇଁ ନିଜ ଇଚ୍ଛା ପ୍ରକାଶ କଲେ, ସଦାପ୍ରଭୁଙ୍କର ଧନ୍ଯବାଦ କର!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କୁ ସ୍ଵଚ୍ଛନ୍ଦରେ ଉତ୍ସର୍ଗକାରୀ ଇସ୍ରାଏଲର ଶାସନକର୍ତ୍ତାମାନଙ୍କ ଆଡ଼େ ମୋହର ହୃଦୟ ଅଛି; ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର ।
Odia Bible ERV 2004 (ପବିତ୍ର ବାଇବଲ)
“ମୋର ହୃଦୟ ଇସ୍ରାଏଲର ଆଦେଶକର୍ତ୍ତାଙ୍କଠାରେ ଅଛି, ଯିଏ ଯୁଦ୍ଧ ପାଇଁ ନିଜ ଇଚ୍ଛା ପ୍ରକାଶ କଲେ, ସଦାପ୍ରଭୁଙ୍କର ଧନ୍ୟବାଦ କର!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ହୃଦୟ ଇସ୍ରାଏଲର ଶାସନକର୍ତ୍ତାମାନଙ୍କ ଆଡ଼େ ଅଛି, ଯେଉଁମାନେ ସ୍ୱେଚ୍ଛାରେ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କୁ ଉତ୍ସର୍ଗ କଲେ। ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।
Odia IRV 2017 (ଓଡିଆ ବାଇବେଲ)
ମୋହର ହୃଦୟ ଇସ୍ରାଏଲର ଶାସନକର୍ତ୍ତାମାନଙ୍କ ଆଡେ ଅଛି, ଯେଉଁମାନେ ସ୍ୱେଚ୍ଛାରେ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କୁ ଉତ୍ସର୍ଗ କଲେ। ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।