Judges 6:1 — Compare Translations

5 translations compared side by side

Odia - 1840
"ପକ୍ସ୍ଟଣିଥରେ ଇଶ୍ରାୟେଲୀୟମାନେ ତାହା କଲେ, ଯାହା ସଦାପ୍ରଭୁ ମନ୍ଦ ବୋଲି ବିବଚେନା କଲେ। ତେଣୁ ସଦାପ୍ରଭୁ ସାତବର୍ଷ ପାଇଁ ମିଦିଯନୀଯମାନଙ୍କୁ ଇଶ୍ରାୟେଲୀୟମାନଙ୍କ ଉପରେ ଶାସନ କରିବାକୁ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ଇସ୍ରାଏଲ-ସନ୍ତାନଗଣ ତାହା କଲେ; ତହୁଁ ସଦାପ୍ରଭୁ ସେମାନଙ୍କୁ ସାତ ବର୍ଷ ପର୍ଯ୍ୟନ୍ତ ମିଦୀୟନୀୟ-ମାନଙ୍କ ହସ୍ତରେ ସମର୍ପଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମିଦିୟନୀୟ ଓ ଇସ୍ରାଏଲ ମଧ୍ୟରେ ଯୁଦ୍ଧ ପୁଣି ଥରେ ଇସ୍ରାଏଲୀୟମାନେ ତାହା କଲେ, ଯାହା ସଦାପ୍ରଭୁ ମନ୍ଦ ବୋଲି ବିବେଚନା କଲେ। ତେଣୁ ସଦାପ୍ରଭୁ ସାତ ବର୍ଷ ପାଇଁ ମିଦିୟନୀୟମାନଙ୍କୁ ଇସ୍ରାଏଲୀୟମାନଙ୍କ ଉପରେ ଶାସନ କରିବାକୁ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ଇସ୍ରାଏଲ-ସନ୍ତାନଗଣ ତାହା କଲେ; ତହୁଁ ସଦାପ୍ରଭୁ ସେମାନଙ୍କୁ ସାତ ବର୍ଷ ପର୍ଯ୍ୟନ୍ତ ମିଦୀୟନୀୟମାନଙ୍କ ହସ୍ତରେ ସମର୍ପଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ଇସ୍ରାଏଲ ସନ୍ତାନଗଣ ତାହା କଲେ; ତହୁଁ ସଦାପ୍ରଭୁ ସେମାନଙ୍କୁ ସାତ ବର୍ଷ ପର୍ଯ୍ୟନ୍ତ ମିଦୀୟନୀୟମାନଙ୍କ ହସ୍ତରେ ସମର୍ପଣ କଲେ।