Judges 6:10 — Compare Translations
5 translations compared side by side
Odia - 1840
"ମୁ ତୁମ୍ଭମାନଙ୍କୁ କହିଲି, 'ମୁ ହିଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର। ଇମାରେୀୟଙ୍କ ଦବେତାମାନଙ୍କୁ ପୂଜା କର ନାହିଁ, ଯେଉଁମାନଙ୍କ ଦେଶ ରେ ତୁମ୍ଭମାନେେ ବାସ କରୁଛ। ମାତ୍ର ତୁମ୍ଭମାନେେ ମାରେ କଥା ଶକ୍ସ୍ଟଣିଲ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆମ୍ଭେ ତୁମ୍ଭମାନଙ୍କୁ କହିଲୁ, ଆମ୍ଭେ ହିଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର; ତୁମ୍ଭେମାନେ ଯେଉଁ ଇମୋରୀୟମାନଙ୍କ ଦେଶରେଣବାସ କରୁଅଛ, ସେମାନଙ୍କ ଦେବତାଗଣକୁ ଭୟ କରିବ ନାହିଁ; ମାତ୍ର ତୁମ୍ଭେମାନେ ଆମ୍ଭ ରବ ଶୁଣି ନାହଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭମାନଙ୍କୁ କହିଲି, ‘ମୁଁ ହିଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର। ଇମୋରୀୟଙ୍କ ଦେବତାମାନଙ୍କୁ ପୂଜା କର ନାହିଁ, ଯେଉଁମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଛ।’ ମାତ୍ର ତୁମ୍ଭେମାନେ ମୋର କଥା ଶୁଣିଲ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଆମ୍ଭେ ତୁମ୍ଭମାନଙ୍କୁ କହିଲୁ, ‘ଆମ୍ଭେ ହିଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର; ତୁମ୍ଭେମାନେ ଯେଉଁ ଇମୋରୀୟମାନଙ୍କ ଦେଶରେ ବାସ କରୁଅଛ, ସେମାନଙ୍କ ଦେବତାଗଣକୁ ଭୟ କରିବ ନାହିଁ;’ ମାତ୍ର ତୁମ୍ଭେମାନେ ଆମ୍ଭ ରବ ଶୁଣି ନାହଁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି ଆମ୍ଭେ ତୁମ୍ଭମାନଙ୍କୁ କହିଲୁ, ଆମ୍ଭେ ହିଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର; ତୁମ୍ଭେମାନେ ଯେଉଁ ଇମୋରୀୟମାନଙ୍କ ଦେଶରେ ବାସ କରୁଅଛ, ସେମାନଙ୍କ ଦେବତାଗଣକୁ ଭୟ କରିବ ନାହିଁ; ମାତ୍ର ତୁମ୍ଭେମାନେ ଆମ୍ଭ ରବ ଶୁଣି ନାହଁ।