Judges 6:11 — Compare Translations

5 translations compared side by side

Odia - 1840
"ଏହାପରେ ସଦାପ୍ରଭୁଙ୍କର ଦୂତ ଆସି ଅବୀଯେଷ୍ରୀଯ ଯୋୟାସର ଅଧିକାର ସ୍ଥିତି ଅଫ୍ରା ରେ ଅଲୋନ୍ ବୃକ୍ଷ ମୂଳ ରେ ବସିଲେ। ସହେି ସମୟରେ ତା'ର ପକ୍ସ୍ଟତ୍ର ଗିଦ୍ଦଯୋନ ଦ୍ରାକ୍ଷାକକ୍ସ୍ଟଣ୍ତ ରେ ଗହମ ଝାଡକ୍ସ୍ଟଥିଲେ। ସେ ଏଥିପାଇଁ ଲକ୍ସ୍ଟଚକ୍ସ୍ଟଥିଲେ ଯେ, ମିଦିଯନୀଯମାନେ ଯେପରି ଗହମ ନ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁଙ୍କର ଦୂତ ଆସି ଅବୀୟେଷ୍ରୀୟ ଯୋୟାଶର ଅଧିକାରସ୍ଥିତ ଅଫ୍ରାରେ ଅଲୋନ ବୃକ୍ଷ ମୂଳରେ ବସିଲେ; ତତ୍କାଳେ ତାହାର ପୁତ୍ର ଗିଦିୟୋନ୍ ମିଦୀୟନୀୟ-ମାନଙ୍କଠାରୁ ଗହମ ଲୁଚାଇବା ପାଇଁ ଦ୍ରାକ୍ଷାରସ-କୁଣ୍ତ ଭିତରେ ତାହା ମଳୁଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ଦୂତ ଗିଦିୟୋନକୁ ଦର୍ଶନ ଦେଲେ ଏହା ପରେ ସଦାପ୍ରଭୁଙ୍କର ଦୂତ ଆସି ଅବୀୟେଷ୍ରୀୟ ଯୋୟାସର ଅଧିକାର ସ୍ଥିତି ଅଫ୍ରାରେ ଅଲୋନବୃକ୍ଷମୂଳରେ ବସିଲେ। ସେହି ସମୟରେ ତା’ର ପୁତ୍ର ଗିଦିୟୋନ ଦ୍ରାକ୍ଷାକୁଣ୍ଡରେ ଗହମ ଝାଡ଼ୁଥିଲେ। ସେ ଏଥିପାଇଁ ଲୁଚୁଥିଲେ ଯେ, ମିଦିୟନୀୟମାନେ ଯେପରି ଗହମ ନ ଦେଖିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁଙ୍କର ଦୂତ ଆସି ଅବୀୟେଷ୍ରୀୟ ଯୋୟାଶ୍‍ର ଅଧିକାରସ୍ଥ ଅଫ୍ରାରେ ଅଲୋନ ବୃକ୍ଷ ମୂଳରେ ବସିଲେ; ସେହି ସମୟରେ ତାହାର ପୁତ୍ର ଗିଦିୟୋନ୍‍ ମିଦୀୟନୀୟମାନଙ୍କଠାରୁ ଗହମ ଲୁଚାଇବା ପାଇଁ ଦ୍ରାକ୍ଷାରସ-କୁଣ୍ଡ ଭିତରେ ତାହା ମଳୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁଙ୍କର ଦୂତ ଆସି ଅବୀୟେଷ୍ରୀୟ ଯୋୟାଶ୍‍ର ଅଧିକାରସ୍ଥ ଅଫ୍ରାରେ ଅଲୋନ୍‍ ବୃକ୍ଷ ମୂଳରେ ବସିଲେ; ସେହି ସମୟରେ ତାହାର ପୁତ୍ର ଗିଦିୟୋନ୍‍ ମିଦୀୟନୀୟମାନଙ୍କଠାରୁ ଗହମ ଲୁଚାଇବା ପାଇଁ ଦ୍ରାକ୍ଷାରସ-କୁଣ୍ଡ ଭିତରେ ତାହା ମଳୁଥିଲେ।