Judges 6:12 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କର ଦୂତ ତାଙ୍କ ଆଗ ରେ ଦର୍ଶନ ଦେଲେ ଓ କହିଲେ, ହେ ମହାବିକ୍ରମଶାଳି ଲୋକ ସଦାପ୍ରଭୁ ତକ୍ସ୍ଟମ୍ଭ ସଙ୍ଗେ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁଙ୍କ ଦୂତ ତାହାକୁ ଦର୍ଶନ ଦେଇ କହିଲେ, ହେ ମହାବିକ୍ରମଶାଳୀ ଲୋକ, ସଦାପ୍ରଭୁ ତୁମ୍ଭ ସଙ୍ଗେ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ଦୂତ ତାଙ୍କ ଆଗରେ ଦର୍ଶନ ଦେଲେ ଓ କହିଲେ, “ହେ ମହାବିକ୍ରମଶାଳୀ ଲୋକ ସଦାପ୍ରଭୁ ତୁମ୍ଭ ସଙ୍ଗେ ଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁଙ୍କ ଦୂତ ତାହାକୁ ଦର୍ଶନ ଦେଇ କହିଲେ, “ହେ ମହାବିକ୍ରମଶାଳୀ ଲୋକ, ସଦାପ୍ରଭୁ ତୁମ୍ଭ ସଙ୍ଗେ ଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁଙ୍କ ଦୂତ ତାହାକୁ ଦର୍ଶନ ଦେଇ କହିଲେ, ହେ ମହାବିକ୍ରମଶାଳୀ ଲୋକ, ସଦାପ୍ରଭୁ ତୁମ୍ଭ ସଙ୍ଗେ ଅଛନ୍ତି।