Judges 6:14 — Compare Translations

5 translations compared side by side

Odia - 1840
"ତା'ପରେ ସଦାପ୍ରଭୁ ଗିଦ୍ଦିୟୋନକକ୍ସ୍ଟ ଅନାଇଲେ ଏବଂ କହିଲେ, ତୁମ୍ଭର ନିଜର ଶକ୍ତିକକ୍ସ୍ଟ ବ୍ଯବହାର କର। ୟାଅ ଏବଂ ମିଦିଯନ ହସ୍ତରକ୍ସ୍ଟ ଇଶ୍ରାୟେଲର ଲୋକମାନଙ୍କୁ ରକ୍ଷା କର। ମୁ ତୁମ୍ଭମାନଙ୍କୁ ଏହି ଅଭିୟାନ ରେ ପଠାଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସଦାପ୍ରଭୁ ତାଙ୍କୁ ଅନାଇ କହିଲେ, ତୁମ୍ଭେ ଆପଣା ଏହି ବଳରେ ଯାଇ ମିଦୀୟନ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କର; ଆମ୍ଭେ କି ତୁମ୍ଭକୁ ପଠାଇ ନାହୁଁ?
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସଦାପ୍ରଭୁ ଗିଦିୟୋନକୁ ଅନାଇଲେ ଏବଂ କହିଲେ, “ତୁମ୍ଭର ନିଜର ଶକ୍ତିକୁ ବ୍ୟବହାର କର। ଯାଅ ଏବଂ ମିଦିୟନ ହସ୍ତରୁ ଇସ୍ରାଏଲର ଲୋକମାନଙ୍କୁ ରକ୍ଷା କର। ମୁଁ ତୁମ୍ଭମାନଙ୍କୁ ଏହି ଅଭିଯାନରେ ପଠାଉଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସଦାପ୍ରଭୁ ତାଙ୍କୁ ଅନାଇ କହିଲେ, “ତୁମ୍ଭେ ଆପଣା ଏହି ବଳରେ ଯାଇ ମିଦୀୟନ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କର; ଆମ୍ଭେ କି ତୁମ୍ଭକୁ ପଠାଇ ନାହୁଁ?”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସଦାପ୍ରଭୁ ତାଙ୍କୁ ଅନାଇ କହିଲେ, ତୁମ୍ଭେ ଆପଣା ଏହି ବଳରେ ଯାଇ ମିଦୀୟନ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କର; ଆମ୍ଭେ କି ତୁମ୍ଭକୁ ପଠାଇ ନାହୁଁ?