Judges 6:15 — Compare Translations

5 translations compared side by side

Odia - 1840
"କିନ୍ତୁ ଗିଦ୍ଦିୟୋନ ତାଙ୍କୁ କହିଲେ, ହେ ମାରେ ସଦାପ୍ରଭୁ, ମୁ କିପରି ଇଶ୍ରାୟେଲକକ୍ସ୍ଟ ରକ୍ଷା କରି ପାରିବି? ମନଃଶିର ପରିବାରବର୍ଗ ମଧିଅରେ ମାରେ ପରିବାର ସବୁଠାରକ୍ସ୍ଟ ଦୁର୍ବଳ ଏବଂ ମାରେପରିବାର ମଧିଅରେ ମୁ ସବୁଠାରକ୍ସ୍ଟ ସାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ତାହାଙ୍କୁ କହିଲେ, ହେ ପ୍ରଭୋ, ମୁଁ କାହିଁରେ ଇସ୍ରାଏଲକୁ ଉଦ୍ଧାର କରିବି? ଦେଖ, ମନଃଶି (ବଂଶ) ମଧ୍ୟରେ ମୋହର ପରିବାର ସବୁଠାରୁ କ୍ଷୀଣ, ପୁଣି ମୋʼ ପିତୃଗୃହ ମଧ୍ୟରେ ମୁଁ ସବୁଠୁଁ କନିଷ୍ଠ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଗିଦିୟୋନ ତାଙ୍କୁ କହିଲେ, “ହେ ମୋର ସଦାପ୍ରଭୁ, ମୁଁ କିପରି ଇସ୍ରାଏଲକୁ ରକ୍ଷା କରି ପାରିବି? ମନଃଶିର ପରିବାରବର୍ଗ ମଧ୍ୟରେ ମୋର ପରିବାର ସବୁଠାରୁ ଦୁର୍ବଳ ଏବଂ ମୋର ପରିବାର ମଧ୍ୟରେ ମୁଁ ସବୁଠାରୁ ସାନ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ତାହାଙ୍କୁ କହିଲେ, “ହେ ପ୍ରଭୋ, ମୁଁ କାହିଁରେ ଇସ୍ରାଏଲକୁ ଉଦ୍ଧାର କରିବି? ଦେଖ, ମନଃଶି (ବଂଶ) ମଧ୍ୟରେ ମୋହର ପରିବାର ସବୁଠାରୁ କ୍ଷୀଣ, ପୁଣି ମୋʼ ପିତୃଗୃହ ମଧ୍ୟରେ ମୁଁ ସବୁଠୁଁ କନିଷ୍ଠ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ତାହାଙ୍କୁ କହିଲେ, ହେ ପ୍ରଭୁ, ମୁଁ କାହିଁରେ ଇସ୍ରାଏଲକୁ ଉଦ୍ଧାର କରିବି? ଦେଖ, ମନଃଶି (ବଂଶ) ମଧ୍ୟରେ ମୋହର ପରିବାର ସବୁଠାରୁ କ୍ଷୀଣ, ପୁଣି ମୋ’ ପିତୃଗୃହ ମଧ୍ୟରେ ମୁଁ ସବୁଠୁଁ କନିଷ୍ଠ।