Judges 6:16 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଗିଦ୍ଦିୟୋନକକ୍ସ୍ଟ ଉତ୍ତର ଦେଲେ, ମୁ ତକ୍ସ୍ଟମ୍ଭ ସହିତ ରହିବି। ତେଣୁ ତୁମ୍ଭେ ମିଦିଯନୀଯମାନଙ୍କୁ ପରାସ୍ତ କରିବ! ତୁମ୍ଭକୁ ଲାଗିବ ସତେ ଯେପରି ତୁମ୍ଭେ ଜଣଙ୍କ ସହିତ ୟକ୍ସ୍ଟଦ୍ଧ କରୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସଦାପ୍ରଭୁ ତାହାକୁ କହିଲେ, ଆମ୍ଭେ ନିଶ୍ଚୟ ତୁମ୍ଭ ସଙ୍ଗେ ହେବା, ତହିଁରେ ତୁମ୍ଭେ ମିଦୀୟନୀୟମାନଙ୍କୁ ଏକଜଣ ପରି ସଂହାର କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଗିଦିୟୋନକୁ ଉତ୍ତର ଦେଲେ, “ମୁଁ ତୁମ୍ଭ ସହିତ ରହିବି। ତେଣୁ ତୁମ୍ଭେ ମିଦିୟନୀୟମାନଙ୍କୁ ପରାସ୍ତ କରିବ! ତୁମ୍ଭକୁ ଲାଗିବ ସତେ ଯେପରି ତୁମ୍ଭେ ଜଣକ ସହିତ ଯୁଦ୍ଧ କରୁଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସଦାପ୍ରଭୁ ତାହାକୁ କହିଲେ, “ଆମ୍ଭେ ନିଶ୍ଚୟ ତୁମ୍ଭ ସଙ୍ଗେ ହେବା, ତହିଁରେ ତୁମ୍ଭେ ମିଦୀୟନୀୟମାନଙ୍କୁ ଏପରି ସଂହାର କରିବ ଯେପରି ଏକ ଜଣକୁ ସଂହାର କରୁଅଛ।”
Odia IRV 2017 (ଓଡିଆ ବାଇବେଲ)
ତେବେ ସଦାପ୍ରଭୁ ତାହାକୁ କହିଲେ, ଆମ୍ଭେ ନିଶ୍ଚୟ ତୁମ୍ଭ ସଙ୍ଗେ ହେବା, ତହିଁରେ ତୁମ୍ଭେ ମିଦୀୟନୀୟମାନଙ୍କୁ ଏପରି ସଂହାର କରିବ ଯେପରି ଏକଜଣକୁ ସଂହାର କରୁଅଛ।