Judges 6:17 — Compare Translations
5 translations compared side by side
Odia - 1840
"ଏହିପରେ ଗିଦ୍ଦିୟୋନ ସଦାପ୍ରଭୁଙ୍କୁ କହିଲେ, ଯଦି ତୁମ୍ଭେ ମାେ' ପ୍ରତି ସନ୍ତକ୍ସ୍ଟଷ୍ଟ, ତବେେ ମାେତେ ପ୍ରମାଣ ଦିଅ ଯେ ଏହା ପ୍ରକୃତ ରେ ତୁମ୍ଭେ ମାେ ସହିତ କଥାବାର୍ତ୍ତା ହେଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ତାହାଙ୍କୁ କହିଲେ, ଯେବେ ମୁଁ ଆପଣଙ୍କ ଦୃଷ୍ଟିରେ ଏବେ ଅନୁଗ୍ରହ ପାଇଲି, ତେବେ ଆପଣ ଯେ ମୋହର ସଙ୍ଗରେ କଥା କହୁଅଛନ୍ତି, ତହିଁର ଏକ ଚିହ୍ନ ମୋତେ ଦେଖାଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରେ ଗିଦିୟୋନ ସଦାପ୍ରଭୁଙ୍କୁ କହିଲେ, “ଯଦି ତୁମ୍ଭେ ମୋ’ ପ୍ରତି ସନ୍ତୁଷ୍ଟ, ତେବେ ମୋତେ ପ୍ରମାଣ ଦିଅ ଯେ ପ୍ରକୃତରେ ଆପଣ ମୋ’ ସହିତ କଥାବାର୍ତ୍ତା ହେଉଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ତାହାଙ୍କୁ କହିଲେ, “ଯେବେ ମୁଁ ଆପଣଙ୍କ ଦୃଷ୍ଟିରେ ଏବେ ଅନୁଗ୍ରହ ପାଇଲି, ତେବେ ଆପଣ ଯେ ମୋହର ସଙ୍ଗରେ କଥା କହୁଅଛନ୍ତି, ତହିଁର ଏକ ଚିହ୍ନ ମୋତେ ଦେଖାଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ତାହାଙ୍କୁ କହିଲେ, ଯେବେ ମୁଁ ଆପଣଙ୍କ ଦୃଷ୍ଟିରେ ଏବେ ଅନୁଗ୍ରହ ପାଇଲି, ତେବେ ଆପଣ ଯେ ମୋହର ସଙ୍ଗରେ କଥା କହୁଅଛନ୍ତି, ତହିଁର ଏକ ଚିହ୍ନ ମୋତେ ଦେଖାଉନ୍ତୁ।