Judges 6:18 — Compare Translations
5 translations compared side by side
Odia - 1840
"ମୁ ପ୍ରାର୍ଥନା କରୁଛି ଯେ, ମୁ ଆପଣାର ନବୈେଦ୍ଯ ଆଣି ଆପଣଙ୍କ ସମ୍ମକ୍ସ୍ଟଖ ରେ ନରଖିବା ପର୍ୟ୍ଯନ୍ତ ଏହି ସ୍ଥାନରକ୍ସ୍ଟ ପ୍ରସ୍ଥାନ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିନୟ କରୁଛି, ମୁଁ ଆପଣା ଭେଟୀ ଘେନି ଆସି ଆପଣଙ୍କ ସମ୍ମୁଖରେ ଥୋଇବା ପର୍ଯ୍ୟନ୍ତ ଏ ସ୍ଥାନରୁ ପ୍ରସ୍ଥାନ ନ କରନ୍ତୁ । ତହିଁରେ ସେ କହିଲେ, ତୁମ୍ଭେ ଫେରି ଆସିବା ଯାଏ ଆମ୍ଭେ ରହିବା ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ପ୍ରାର୍ଥନା କରୁଛି ଯେ, ମୁଁ ଆପଣାର ନୈବେଦ୍ୟ ଆଣି ଆପଣଙ୍କ ସମ୍ମୁଖରେ ନରଖିବା ପର୍ଯ୍ୟନ୍ତ ଏହି ସ୍ଥାନରୁ ପ୍ରସ୍ଥାନ କରିବ ନାହିଁ।” ଏବଂ ସଦାପ୍ରଭୁ କହିଲେ, “ତୁମ୍ଭେ ଆସିବା ପର୍ଯ୍ୟନ୍ତ ମୁଁ ଏହିଠାରେ ଅପେକ୍ଷା କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିନୟ କରୁଅଛି, ମୁଁ ଆପଣା ଭେଟି ଘେନିଆସି ଆପଣଙ୍କ ସମ୍ମୁଖରେ ଥୋଇବା ପର୍ଯ୍ୟନ୍ତ ଏ ସ୍ଥାନରୁ ପ୍ରସ୍ଥାନ କରନ୍ତୁ ନାହିଁ।” ତହିଁରେ ସେ କହିଲେ, “ତୁମ୍ଭେ ଫେରି ଆସିବା ଯାଏ ଆମ୍ଭେ ରହିବା।”
Odia IRV 2017 (ଓଡିଆ ବାଇବେଲ)
ବିନୟ କରୁଛି, ମୁଁ ଆପଣା ଭେଟି ଘେନି ଆସି ଆପଣଙ୍କ ସମ୍ମୁଖରେ ଥୋଇବା ପର୍ଯ୍ୟନ୍ତ ଏ ସ୍ଥାନରୁ ପ୍ରସ୍ଥାନ କରନ୍ତୁ ନାହିଁ। ତହିଁରେ ସେ କହିଲେ, ତୁମ୍ଭେ ଫେରି ଆସିବା ଯାଏ ଆମ୍ଭେ ରହିବା।