Judges 6:19 — Compare Translations
5 translations compared side by side
Odia - 1840
"ତେଣୁ ଗିଦ୍ଦିୟୋନ ଭିତରକକ୍ସ୍ଟ ୟାଇ ଏକ ଛାଗବତ୍ସକକ୍ସ୍ଟ ରାନ୍ଧିଲା। ଏକ କୋଡିଏ ପାଉଣ୍ତ ମଇଦାର ତାଡୀଶୂନ୍ଯ ରୋଟୀ ପ୍ରସ୍ତକ୍ସ୍ଟତ କଲେ, ଗିଦ୍ଦିୟୋନ ମାଂସକକ୍ସ୍ଟ ଗୋଟିଏ ଝକ୍ସ୍ଟଡି ରେ ଓ ଝୋଳକକ୍ସ୍ଟ ଅନ୍ୟ ପାତ୍ର ରେ ରଖିଲେ, ଏହିଗକ୍ସ୍ଟଡିକ ଆଣି ଆଲୋନ୍ ବୃକ୍ଷ ନିକଟରେ ରଖିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଗିଦିୟୋନ୍ ଭିତରକୁ ଯାଇ ଏକ ଛାଗବତ୍ସ ଓ ଏକ ଐଫା ମଇଦାର ତାଡ଼ିଶୂନ୍ୟ ପିଠା ପ୍ରସ୍ତୁତ କଲେ; ମାଂସ ଗୋଟିଏ ଡାଲାରେ ଓ ଝୋଳ ଗୋଟିଏ କହ୍ରାଇରେ ରଖି ବାହାରେ ତାହାଙ୍କ ନିକଟକୁ ଆଣି ଅଲୋନ ବୃକ୍ଷ ମୂଳେ ଥୋଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଗିଦିୟୋନ ଭିତରକୁ ଯାଇ ଏକ ଛାଗବତ୍ସକୁ ରାନ୍ଧିଲେ। କୋଡ଼ିଏ ପାଉଣ୍ତ ମଇଦାର ଏକ ତାଡ଼ିଶୂନ୍ୟ ରୋଟୀ ପ୍ରସ୍ତୁତ କଲେ, ଗିଦିୟୋନ ମାଂସକୁ ଗୋଟିଏ ଝୁଡ଼ିରେ ଓ ଝୋଳକୁ ଅନ୍ୟ ପାତ୍ରରେ ରଖିଲେ, ଏହିଗୁଡ଼ିକ ଆଣି ଅଲୋନବୃକ୍ଷ ନିକଟରେ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଗିଦିୟୋନ୍ ଭିତରକୁ ଯାଇ ଏକ ଛେଳିଛୁଆ ଓ ଏକ ଐଫା ମଇଦାର ତାଡ଼ିଶୂନ୍ୟ ପିଠା ପ୍ରସ୍ତୁତ କଲେ; ମାଂସ ଗୋଟିଏ ଡାଲାରେ ଓ ଝୋଳ ଗୋଟିଏ କହ୍ରାଇରେ ରଖି ବାହାରେ ତାହାଙ୍କ ନିକଟକୁ ଆଣି ଅଲୋନ ବୃକ୍ଷ ମୂଳେ ଥୋଇଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଗିଦିୟୋନ୍ ଭିତରକୁ ଯାଇ ଏକ ଛେଳିଛୁଆ ଓ ଏକ ଐଫା ମଇଦାର ତାଡ଼ିଶୂନ୍ୟ ପିଠା ପ୍ରସ୍ତୁତ କଲେ; ମାଂସ ଗୋଟିଏ ଡାଲାରେ ଓ ଝୋଳ ଗୋଟିଏ କହ୍ରାଇରେ ରଖି ବାହାରେ ତାହାଙ୍କ ନିକଟକୁ ଆଣି ଅଲୋନ୍ ବୃକ୍ଷ ମୂଳେ ଥୋଇଲେ।