Judges 6:2 — Compare Translations

5 translations compared side by side

Odia - 1840
"ମିଦିଯନୀଯମାନେ ବହକ୍ସ୍ଟ ପରାକ୍ରମଶାଳୀ ହେଲେ ଏବଂ ସମାନେେ ଇଶ୍ରାୟେଲର ଲୋକମାନଙ୍କର ବିରୋଧି ହାଇଗେଲେ। ଯେଉଁଥି ପାଇଁ ଇଶ୍ରାୟେଲ ସନ୍ତାନଗଣ ପର୍ବତ ଫାଟକରେ ଗକ୍ସ୍ଟମ୍ଫା ରେ ଓ ନିରାପଦ ସ୍ଥାନମାନଙ୍କ ରେ ଲକ୍ସ୍ଟଚି ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ମିଦୀୟନୀୟମାନଙ୍କ ହସ୍ତ ଇସ୍ରାଏଲ ବିରୁଦ୍ଧରେ ପ୍ରବଳ ହେଲା; ପୁଣି ମିଦୀୟନୀୟମାନଙ୍କ ସକାଶୁ ଇସ୍ରାଏଲ-ସନ୍ତାନଗଣ ପର୍ବତସ୍ଥ ଗୋହିରୀ ଓ ଗୁମ୍ପା ଓ ଦୁର୍ଗମ ସ୍ଥାନମାନଙ୍କରେ ବସା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମିଦିୟନୀୟମାନେ ବହୁ ପରାକ୍ରମଶାଳୀ ହେଲେ ଏବଂ ସେମାନେ ଇସ୍ରାଏଲର ଲୋକମାନଙ୍କର ବିରୋଧୀ ହୋଇଗଲେ। ଯେଉଁଥିପାଇଁ ଇସ୍ରାଏଲ ସନ୍ତାନଗଣ ପର୍ବତ ଫାଟକରେ, ଗୁମ୍ଫାରେ ଓ ନିରାପଦ ସ୍ଥାନମାନଙ୍କରେ ଲୁଚି ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ମିଦୀୟନୀୟମାନଙ୍କ ହସ୍ତ ଇସ୍ରାଏଲ ବିରୁଦ୍ଧରେ ପ୍ରବଳ ହେଲା; ପୁଣି ମିଦୀୟନୀୟମାନଙ୍କ ସକାଶୁ ଇସ୍ରାଏଲ-ସନ୍ତାନଗଣ ପର୍ବତସ୍ଥ ଗୋହିରୀ ଓ ଗୁମ୍ଫା ଓ ଦୁର୍ଗମ ସ୍ଥାନମାନଙ୍କରେ ବସା କଲେ।
Odia IRV 2017 (ଓଡିଆ ବାଇବେଲ)
ତେଣୁ ମିଦୀୟନୀୟମାନଙ୍କ ହସ୍ତ ଇସ୍ରାଏଲ ବିରୁଦ୍ଧରେ ପ୍ରବଳ ହେଲା; ପୁଣି ମିଦୀୟନୀୟମାନଙ୍କ ସକାଶୁ ଇସ୍ରାଏଲ ସନ୍ତାନଗଣ ପର୍ବତସ୍ଥ ଗୋହିରୀ ଓ ଗୁମ୍ଫା ଓ ଦୁର୍ଗମ ସ୍ଥାନମାନଙ୍କରେ ବସା କଲେ।