Judges 6:20 — Compare Translations

5 translations compared side by side

Odia - 1840
"ପରମେଶ୍ବରଙ୍କର ଦୂତ ଗିଦ୍ଦିୟୋନକକ୍ସ୍ଟ କହିଲେ, ଏହି ତାଡିଶୂନ୍ଯ ପିଠାସବୁ ଏହି ମାଂସ ନଇେ ସହେି ପଥର ଉପରେ ରଖ ଓ ତା' ଉପରେ ଝୋଳ ଢାଳ। ତାଙ୍କୁ ଯେପରି କରିବାକୁ କକ୍ସ୍ଟହାଗଲା, ସେ ସହେିପରି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ପରମେଶ୍ଵରଙ୍କ ଦୂତ ତାଙ୍କୁ କହିଲେ, ଏହି ମାଂସ ଓ ତାଡ଼ିଶୂନ୍ୟ ପିଠାସବୁ ନେଇ ଏହି ଶୈଳ ଉପରେ ରଖ ଓ ତହିଁ ଉପରେ ଝୋଳ ଢାଳ; ତହୁଁ ସେ ସେପରି କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କର ଦୂତ ଗିଦିୟୋନକୁ କହିଲେ, “ଏହି ତାଡ଼ିଶୂନ୍ୟ ପିଠାସବୁ ଏହି ମାଂସ ନେଇ ସେହି ପଥର ଉପରେ ରଖ ଓ ତା’ ଉପରେ ଝୋଳ ଢାଳ।” ତାଙ୍କୁ ଯେପରି କରିବାକୁ କୁହାଗଲା, ସେ ସେହିପରି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ପରମେଶ୍ୱରଙ୍କ ଦୂତ ତାଙ୍କୁ କହିଲେ, “ଏହି ମାଂସ ଓ ତାଡ଼ିଶୂନ୍ୟ ପିଠାସବୁ ନେଇ ଏହି ଶୈଳ ଉପରେ ରଖ ଓ ତହିଁ ଉପରେ ଝୋଳ ଢାଳ;” ତହୁଁ ସେ ସେପରି କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ପରମେଶ୍ୱରଙ୍କ ଦୂତ ତାଙ୍କୁ କହିଲେ, ଏହି ମାଂସ ଓ ତାଡ଼ିଶୂନ୍ୟ ପିଠାସବୁ ନେଇ ଏହି ଶୈଳ ଉପରେ ରଖ ଓ ତହିଁ ଉପରେ ଝୋଳ ଢାଳ; ତହୁଁ ସେ ସେପରି କଲେ।