Judges 6:21 — Compare Translations
5 translations compared side by side
Odia - 1840
"ଏହାପରେ ସଦାପ୍ରଭୁଙ୍କର ଦୂତ ତାଙ୍କ ହସ୍ତ ରେ ଥିବା ୟଷ୍ଟିର ଅଗ୍ର ବଢାଇ ସହେି ମାଂସ ଓ ତାଡିଶୂନ୍ଯ ରୋଟୀକକ୍ସ୍ଟ ସ୍ପର୍ଶ କଲେ। ଏହାପରେ ପଥରରକ୍ସ୍ଟ ଅଗ୍ନି ବାହାରିଲା ଏବଂ ତା ଉପରେ ଥିବା ମାଂସ ଓ ପିଠା ସଂପୂର୍ଣ୍ଣ ପୋଡି଼ଗଲା। ତା'ପରେ ସଦାପ୍ରଭୁଙ୍କର ଦୂତ ଅଦୃଶ୍ଯ ହାଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସଦାପ୍ରଭୁଙ୍କ ଦୂତ ଆପଣା ହସ୍ତସ୍ଥିତ ଯଷ୍ଟିର ଅଗ୍ର ବଢ଼ାଇ ସେହି ମାଂସ ଓ ତାଡ଼ିଶୂନ୍ୟ ପିଠା ସ୍ପର୍ଶ କଲେନ୍ତଏଥିରେ ସେହି ଶୈଳରୁ ଅଗ୍ନି ବାହାରି ସେହି ମାଂସ ଓ ତାଡ଼ିଶୂନ୍ୟ ପିଠା ଦଗ୍ଧ କଲା; ତହୁଁ ସଦାପ୍ରଭୁଙ୍କ ଦୂତ ତାହାର ଦୃଷ୍ଟିଗୋଚରରୁ ପ୍ରସ୍ଥାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦାପ୍ରଭୁଙ୍କର ଦୂତ ତାଙ୍କ ହସ୍ତରେ ଥିବା ଯଷ୍ଟିର ଅଗ୍ର ବଢ଼ାଇ ସେହି ମାଂସ ଓ ତାଡ଼ିଶୂନ୍ୟ ରୋଟୀକୁ ସ୍ପର୍ଶ କଲେ। ଏହା ପରେ ପଥରରୁ ଅଗ୍ନି ବାହାରିଲା ଏବଂ ତା’ ଉପରେ ଥିବା ମାଂସ ଓ ପିଠା ସମ୍ପୂର୍ଣ୍ଣ ପୋଡ଼ିଗଲା। ତା’ପରେ ସଦାପ୍ରଭୁଙ୍କର ଦୂତ ଅଦୃଶ୍ୟ ହୋଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସଦାପ୍ରଭୁଙ୍କ ଦୂତ ଆପଣା ହସ୍ତସ୍ଥିତ ଯଷ୍ଟିର ଅଗ୍ର ବଢ଼ାଇ ସେହି ମାଂସ ଓ ତାଡ଼ିଶୂନ୍ୟ ପିଠା ସ୍ପର୍ଶ କଲେ; ଏଥିରେ ସେହି ଶୈଳରୁ ଅଗ୍ନି ବାହାରି ସେହି ମାଂସ ଓ ତାଡ଼ିଶୂନ୍ୟ ପିଠା ଦଗ୍ଧ କଲା; ତହୁଁ ସଦାପ୍ରଭୁଙ୍କ ଦୂତ ତାହାର ଦୃଷ୍ଟିଗୋଚରରୁ ପ୍ରସ୍ଥାନ କଲେ।
Odia IRV 2017 (ଓଡିଆ ବାଇବେଲ)