Judges 6:22 — Compare Translations
5 translations compared side by side
Odia - 1840
"ଏହାପରେ ଗିଦ୍ଦିୟୋନ ହୃଦଯଙ୍ଗମ କଲେ ଯେ, ସେ ସଦାପ୍ରଭୁଙ୍କର ଦୂତଙ୍କ ସହିତ କଥା ହେଉଥିଲେ। ତେଣୁ ଗିଦ୍ଦିୟୋନ ଚିତ୍କାର କଲେ, ହେ ସର୍ବଶକ୍ତିମାନ ପରମେଶ୍ବର, ମାରେପ୍ରଭକ୍ସ୍ଟ, ମୁ ସଦାପ୍ରଭୁଙ୍କ ଦୂତଙ୍କକ୍ସ୍ଟ ମକ୍ସ୍ଟହାଁ ମକ୍ସ୍ଟହିଁ ଦେଖିଛି!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ଯେ ସଦାପ୍ରଭୁଙ୍କ ଦୂତ, ଏହା ଗିଦିୟୋନ୍ ବୁଝିଲେ; ପୁଣି ଗିଦିୟୋନ୍ କହିଲେ, ହାୟ ହାୟ! ହେ ପ୍ରଭୋ, ସଦାପ୍ରଭୋ, ମୁଁ ସମ୍ମୁଖାସମ୍ମୁଖୀ ହୋଇ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖିଲି ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଗିଦିୟୋନ ହୃଦୟଙ୍ଗମ କଲେ ଯେ, ସେ ସଦାପ୍ରଭୁଙ୍କର ଦୂତଙ୍କ ସହିତ କଥା ହେଉଥିଲେ। ତେଣୁ ଗିଦିୟୋନ ଚିତ୍କାର କଲେ, “ହେ ସର୍ବଶକ୍ତିମାନ ପରମେଶ୍ୱର, ମୋର ପ୍ରଭୁ, ମୁଁ ସଦାପ୍ରଭୁଙ୍କ ଦୂତଙ୍କୁ ମୁହାଁମୁହିଁ ଦେଖିଛି!”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ଯେ ସଦାପ୍ରଭୁଙ୍କ ଦୂତ, ଏହା ଗିଦିୟୋନ୍ ବୁଝିଲେ; ପୁଣି ଗିଦିୟୋନ୍ କହିଲେ, “ହାୟ ହାୟ! ହେ ପ୍ରଭୋ ସଦାପ୍ରଭୋ, ମୁଁ ସମ୍ମୁଖାସମ୍ମୁଖୀ ହୋଇ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖିଲି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ଯେ ସଦାପ୍ରଭୁଙ୍କ ଦୂତ, ଏହା ଗିଦିୟୋନ୍ ବୁଝିଲେ; ପୁଣି ଗିଦିୟୋନ୍ କହିଲେ, ହାୟ ହାୟ! ହେ ପ୍ରଭୁ, ସଦାପ୍ରଭୁ, ମୁଁ ସମ୍ମୁଖାସମ୍ମୁଖୀ ହୋଇ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖିଲି।