Judges 6:23 — Compare Translations

5 translations compared side by side

Odia - 1840
"କିନ୍ତୁ ସଦାପ୍ରଭୁ ଗିଦ୍ଦିୟୋନକକ୍ସ୍ଟ କହିଲେ, ଶାନ୍ତ ହକ୍ସ୍ଟଅ! ଭୟ ନ କର! ତୁମ୍ଭର ମୃତକ୍ସ୍ଟ୍ଯ ହବେ ନାହିଁ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁ ତାଙ୍କୁ କହିଲେ, ତୁମ୍ଭର ମଙ୍ଗଳ ହେଉ; ଭୟ ନ କର; ତୁମ୍ଭେ ମରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସଦାପ୍ରଭୁ ଗିଦିୟୋନକୁ କହିଲେ, “ଶାନ୍ତ ହୁଅ! ଭୟ ନ କର! ତୁମ୍ଭର ମୃତ୍ୟୁ ହେବ ନାହିଁ!”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭର ଶାନ୍ତି ହେଉ; ଭୟ ନ କର; ତୁମ୍ଭେ ମରିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁ ତାଙ୍କୁ କହିଲେ, ତୁମ୍ଭର ଶାନ୍ତି ହେଉ; ଭୟ ନ କର; ତୁମ୍ଭେ ମରିବ ନାହିଁ।