Judges 6:25 — Compare Translations
5 translations compared side by side
Odia - 1840
"ସହେିଦିନ ରାତ୍ରି ରେ ସଦାପ୍ରଭୁ ଗିଦ୍ଦିୟୋନକକ୍ସ୍ଟ କହିଲେ, ତକ୍ସ୍ଟମ୍ଭ ପିତାଙ୍କର ଏକ ଷଣ୍ତ, ଯାହାକକ୍ସ୍ଟ ସାତବର୍ଷ ହାଇେଛି ତାକକ୍ସ୍ଟ ନିଅ। ତକ୍ସ୍ଟମ୍ଭ ପିତାଙ୍କର ବାଲ୍ ଦବେତା ନିମନ୍ତେ ଥିବା ୟଜ୍ଞବଦେୀ ଭାଙ୍ଗି ପକାଅ। ସହେି ବଦେୀ ନିକଟରେ ଥିବା ଆଶରୋର ମୃର୍ତ୍ତିକକ୍ସ୍ଟ କାଟି ପକାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେହି ରାତ୍ରିରେ ସଦାପ୍ରଭୁ ତାଙ୍କୁ କହିଲେ, ତୁମ୍ଭେ ଆପଣା ପିତାର ଯୁବା ଗୋରୁକୁ, ଅର୍ଥାତ୍, ସାତ ବର୍ଷର ଦ୍ଵିତୀୟ ଗୋବତ୍ସକୁ ନିଅ, ତୁମ୍ଭ ପିତାର ଥିବା ବାଲ୍ଦେବତାର ଯଜ୍ଞବେଦି ଭାଙ୍ଗି ପକାଅ ଓ ତନ୍ନିକଟସ୍ଥ ଆଶେରାର ମୂର୍ତ୍ତି କାଟି ପକାଅ;
Odia Bible ERV 2004 (ପବିତ୍ର ବାଇବଲ)
ଗିଦିୟୋନ ବାଲ୍ଦେବତାଙ୍କ ଯଜ୍ଞବେଦି ଭାଙ୍ଗିଲେ ସେହି ରାତ୍ରିରେ ସଦାପ୍ରଭୁ ଗିଦିୟୋନକୁ କହିଲେ, “ତୁମ୍ଭ ପିତାଙ୍କର ଏକ ଷଣ୍ଢ, ଯାହାକୁ ସାତ ବର୍ଷ ହୋଇଛି ତାକୁ ନିଅ। ତୁମ୍ଭ ପିତାଙ୍କର ବାଲ୍ଦେବତା ନିମନ୍ତେ ଥିବା ଯଜ୍ଞବେଦି ଭାଙ୍ଗି ପକାଅ। ସେହି ବେଦି ନିକଟରେ ଥିବା ଆଶେରାର ମୂର୍ତ୍ତିକୁ କାଟି ପକାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେହି ରାତ୍ରିରେ ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭେ ଆପଣା ପିତାର ଗୋବତ୍ସକୁ, ଅର୍ଥାତ୍, ସାତ ବର୍ଷର ଦ୍ୱିତୀୟ ଗୋବତ୍ସକୁ ନିଅ, ତୁମ୍ଭ ପିତାର ଥିବା ବାଲ୍ଦେବତାର ଯଜ୍ଞବେଦି ଭାଙ୍ଗି ପକାଅ ଓ ତନ୍ନିକଟସ୍ଥ ଆଶେରାର ମୂର୍ତ୍ତି କାଟି ପକାଅ;
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେହି ରାତ୍ରିରେ ସଦାପ୍ରଭୁ ତାଙ୍କୁ କହିଲେ, ତୁମ୍ଭେ ଆପଣା ପିତାର ଗୋବତ୍ସକୁ, ଅର୍ଥାତ୍, ସାତ ବର୍ଷର ଦ୍ୱିତୀୟ ଗୋବତ୍ସକୁ ନିଅ, ତୁମ୍ଭ ପିତାର ଥିବା ବାଲ୍ଦେବତାର ଯଜ୍ଞବେଦି ଭାଙ୍ଗି ପକାଅ ଓ ତନ୍ନିକଟସ୍ଥ ଆଶେରାର ମୂର୍ତ୍ତି କାଟି ପକାଅ;