Judges 6:26 — Compare Translations
5 translations compared side by side
Odia - 1840
"ଏହାପରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ନିମନ୍ତେ ଗୋଟିଏ ଯଥାର୍ଥ ପ୍ରକାର ୟଜ୍ଞବଦେୀ ନିର୍ମାଣ କର। ଏହି ୟଜ୍ଞବଦେୀକକ୍ସ୍ଟ ଉଚ୍ଚାସ୍ଥାନ ରେ ନିର୍ମାଣ କର। ସହେି ଷଣ୍ତଟିକକ୍ସ୍ଟ ହୋମବଳୀରୂପେ ସହେି ୟଜ୍ଞବଦେୀ ଉପରେ ଉତ୍ସର୍ଗ କର, ତୁମ୍ଭମାନଙ୍କର ହାମବେଳି ଦଗ୍ଧ କରିବା ପାଇଁ ସହେି ୟଜ୍ଞବଦେୀ ନିକଟରେ ଥିବା ଆଶରୋ ସ୍ତମ୍ବର କାଠକକ୍ସ୍ଟ ବ୍ଯବହାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଏହି ଗଡ଼ ଉପରେ ରୀତିମତେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କର, ଆଉ ତୁମ୍ଭେ ଯେଉଁ ଆଶେରାର ମୂର୍ତ୍ତି ଛେଦନ କରିବ, ତହିଁର କାଷ୍ଠ ନେଇ ସେହି ଦ୍ଵିତୀୟ ଗୋବତ୍ସକୁ ହୋମବଳି ରୂପେ ଉତ୍ସର୍ଗ କର ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିମନ୍ତେ ଗୋଟିଏ ଯଥାର୍ଥ ପ୍ରକାର ଯଜ୍ଞବେଦି ନିର୍ମାଣ କର। ଏହି ଯଜ୍ଞବେଦିକୁ ଉଚ୍ଚସ୍ଥାନରେ ନିର୍ମାଣ କର। ସେହି ଷଣ୍ଢଟିକୁ ହୋମବଳିରୂପେ ସେହି ଯଜ୍ଞବେଦି ଉପରେ ଉତ୍ସର୍ଗ କର, ତୁମ୍ଭମାନଙ୍କର ହୋମବଳି ଦଗ୍ଧ କରିବା ପାଇଁ ସେହି ଯଜ୍ଞବେଦି ନିକଟରେ ଥିବା ଆଶେରା ସ୍ତମ୍ଭର କାଠକୁ ବ୍ୟବହାର କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଏହି ଗଡ଼ ଉପରେ ରୀତି ଅନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କର, ଆଉ ତୁମ୍ଭେ ଯେଉଁ ଆଶେରାର ମୂର୍ତ୍ତି ଛେଦନ କରିବ, ତହିଁର କାଷ୍ଠ ନେଇ ସେହି ଦ୍ୱିତୀୟ ଗୋବତ୍ସକୁ ହୋମବଳି ରୂପେ ଉତ୍ସର୍ଗ କର।”
Odia IRV 2017 (ଓଡିଆ ବାଇବେଲ)
ପୁଣି ଏହି ଗଡ଼ ଉପରେ ରୀତି ଅନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କର, ଆଉ ତୁମ୍ଭେ ଯେଉଁ ଆଶେରାର ମୂର୍ତ୍ତି ଛେଦନ କରିବ, ତହିଁର କାଷ୍ଠ ନେଇ ସେହି ଦ୍ୱିତୀୟ ଗୋବତ୍ସକୁ ହୋମବଳି ରୂପେ ଉତ୍ସର୍ଗ କର।