Judges 6:27 — Compare Translations
5 translations compared side by side
Odia - 1840
"ତେଣୁ ଗିଦ୍ଦିୟୋନ ତାଙ୍କର ସବେକଙ୍କ ମଧ୍ଯରକ୍ସ୍ଟ ଦଶଜଣଙ୍କକ୍ସ୍ଟ ନେଲେ, ଏବଂ ସଦାପ୍ରଭୁ ଯେପରି କରିବାକୁ କହିଥିଲେ, ସହେିପରି କଲେ। କିନ୍ତୁ ଗିଦ୍ଦିୟୋନ ତାଙ୍କର ପରିବାର ଓ ସହର ଲୋକମାନଙ୍କ ଭୟ ରେ ଏହି କାର୍ୟ୍ଯ ଦିନ ରେ ନ କରି ରାତ୍ରି ସମୟରେ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଗିଦିୟୋନ୍ ଆପଣା ଦାସମାନଙ୍କ ମଧ୍ୟରୁ ଦଶଜଣଙ୍କୁ ସଙ୍ଗରେ ନେଲେ ଓ ସଦାପ୍ରଭୁ ଯେପରି କହିଥିଲେ, ସେପରି କଲେ, ମାତ୍ର ଆପଣା ପିତୃପରିବାର ଓ ନଗରସ୍ଥ ଲୋକମାନଙ୍କୁ ଭୟ କରିବାରୁ ସେ ଦିନ ବେଳେ ତାହା କରି ନ ପାରି ରାତ୍ରି ବେଳେ ତାହା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଗିଦିୟୋନ ତାଙ୍କର ସେବକଙ୍କ ମଧ୍ୟରୁ ଦଶ ଜଣଙ୍କୁ ନେଲେ, ଏବଂ ସଦାପ୍ରଭୁ ଯେପରି କରିବାକୁ କହିଥିଲେ, ସେହିପରି କଲେ। କିନ୍ତୁ ଗିଦିୟୋନ ତାଙ୍କର ପରିବାର ଓ ସହର ଲୋକମାନଙ୍କ ଭୟରେ ଏହି କାର୍ଯ୍ୟ ଦିନରେ ନ କରି ରାତ୍ରି ସମୟରେ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଗିଦିୟୋନ୍ ଆପଣା ଦାସମାନଙ୍କ ମଧ୍ୟରୁ ଦଶଜଣଙ୍କୁ ସଙ୍ଗରେ ନେଲେ ଓ ସଦାପ୍ରଭୁ ଯେପରି କହିଥିଲେ, ସେପରି କଲେ, ମାତ୍ର ଆପଣା ପିତୃପରିବାର ଓ ନଗରସ୍ଥ ଲୋକମାନଙ୍କୁ ଭୟ କରିବାରୁ ସେ ଦିନ ବେଳେ ତାହା କରି ନ ପାରି ରାତ୍ରି ବେଳେ ତାହା କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଗିଦିୟୋନ୍ ଆପଣା ଦାସମାନଙ୍କ ମଧ୍ୟରୁ ଦଶଜଣଙ୍କୁ ସଙ୍ଗରେ ନେଲେ ଓ ସଦାପ୍ରଭୁ ଯେପରି କହିଥିଲେ, ସେପରି କଲେ, ମାତ୍ର ଆପଣା ପିତୃପରିବାର ଓ ନଗରସ୍ଥ ଲୋକମାନଙ୍କୁ ଭୟ କରିବାରୁ ସେ ଦିନ ବେଳେ ତାହା କରି ନ ପାରି ରାତ୍ରି ବେଳେ ତାହା କଲେ।