Judges 6:28 — Compare Translations
5 translations compared side by side
Odia - 1840
"ତା'ର ପରଦିନ ପ୍ରଭାତ ରେ ସହର ଲୋକମାନେ ଦେଖିଲେ ବାଲ ଦବେତାଙ୍କ ପାଇଁ ହାଇେଥିବା ୟଜ୍ଞବଦେୀ ସଐୂର୍ଣ୍ଣ ଭାବରେ ଧ୍ବଂସ ହାଇେ ୟାଇଛି। ଏବଂ ସମାନେେ ଦେଖିଲେ ଆଶରୋ ସ୍ତମ୍ଭ ମଧ୍ଯ କଟାୟାଇଛି। ଏବଂ ସମାନେେ ମଧ୍ଯ ନିରୀକ୍ଷଣ କଲେ ଯେ, ବୋହିନବୋ ନିର୍ମିତ ୟଜ୍ଞବଦେୀ ଉପରେ ଏକ ଷଣ୍ତ ଉତ୍ସର୍ଗ କରାୟାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ନଗରସ୍ଥ ଲୋକମାନେ ପ୍ରଭାତରେ ଉଠନ୍ତେ, ଦେଖ, ବାଲ୍ର ଯଜ୍ଞବେଦି ଭଙ୍ଗା ଓ ତନ୍ନିକଟସ୍ଥ ଆଶେରା ମୂର୍ତ୍ତି କଟା; ପୁଣି ନିର୍ମିତ ଯଜ୍ଞବେଦି ଉପରେ ସେହି ଦ୍ଵିତୀୟ ଗୋବତ୍ସର ଉତ୍ସର୍ଗ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ ପରଦିନ ପ୍ରଭାତରେ ସହରର ଲୋକମାନେ ଦେଖିଲେ ବାଲ୍ଦେବତାଙ୍କ ପାଇଁ ହୋଇଥିବା ଯଜ୍ଞବେଦି ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ ହୋଇ ଯାଇଛି। ଏବଂ ସେମାନେ ଦେଖିଲେ ଆଶେରା ସ୍ତମ୍ଭ ମଧ୍ୟ କଟାଯାଇଛି। ଏବଂ ସେମାନେ ମଧ୍ୟ ନିରୀକ୍ଷଣ କଲେ ଯେ, ବୋହିନେବା ନିର୍ମିତ ଯଜ୍ଞବେଦି ଉପରେ ଏକ ଷଣ୍ଢ ଉତ୍ସର୍ଗ କରାଯାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ନଗରସ୍ଥ ଲୋକମାନେ ପ୍ରଭାତରେ ଉଠନ୍ତେ, ଦେଖ, ବାଲ୍ର ଯଜ୍ଞବେଦି ଭଙ୍ଗା ଓ ତନ୍ନିକଟସ୍ଥ ଆଶେରା ମୂର୍ତ୍ତି କଟା; ପୁଣି ନିର୍ମିତ ଯଜ୍ଞବେଦି ଉପରେ ସେହି ଦ୍ୱିତୀୟ ଗୋବତ୍ସର ଉତ୍ସର୍ଗ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ତହୁଁ ନଗରସ୍ଥ ଲୋକମାନେ ପ୍ରଭାତରେ ଉଠନ୍ତେ, ଦେଖ, ବାଲ୍ର ଯଜ୍ଞବେଦି ଭଙ୍ଗା ଓ ତନ୍ନିକଟସ୍ଥ ଆଶେରା ମୂର୍ତ୍ତି କଟା; ପୁଣି ନିର୍ମିତ ଯଜ୍ଞବେଦି ଉପରେ ସେହି ଦ୍ୱିତୀୟ ଗୋବତ୍ସର ଉତ୍ସର୍ଗ ହୋଇଅଛି।