Judges 6:29 — Compare Translations
5 translations compared side by side
Odia - 1840
"ସହରର ଲୋକମାନେ ପରସ୍ପର କକ୍ସ୍ଟହାକକ୍ସ୍ଟହି ହେଲେ। କିଏ ଏହା କରିଛି? ସମସ୍ତେ ଖାଜେିବ ଓ ତଦନ୍ତ ନବୋ ପରେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ପରସ୍ପର କହିଲେ, ଏ କଥା କିଏ କରିଅଛି; ପୁଣି ସେମାନେ ପଚାରି ବୁଝି କହିଲେ, ଯୋୟାଶର ପୁତ୍ର ଗିଦିୟୋନ୍ ଏକଥା କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସହରର ଲୋକମାନେ ପରସ୍ପର କୁହାକୁହି ହେଲେ। “କିଏ ଏହା କରିଛି? ସମସ୍ତେ ଖୋଜିବା ଓ ତଦନ୍ତ ନେବା ପରେ,” କେହି ଜଣେ ତାଙ୍କୁ କହିଲେ, “ଯୋୟାଶର ପୁତ୍ର ଗିଦିୟୋନ ଏପରି କରିଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ପରସ୍ପର କହିଲେ, “ଏ କଥା କିଏ କରିଅଛି;” ପୁଣି ସେମାନେ ପଚାରି ବୁଝି କହିଲେ, “ଯୋୟାଶ୍ର ପୁତ୍ର ଗିଦିୟୋନ୍ ଏ କଥା କରିଅଛି।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ପରସ୍ପର କହିଲେ, ଏ କଥା କିଏ କରିଅଛି; ପୁଣି ସେମାନେ ପଚାରି ବୁଝି କହିଲେ, ଯୋୟାଶ୍ର ପୁତ୍ର ଗିଦିୟୋନ୍ ଏକଥା କରିଅଛି।