Judges 6:3 — Compare Translations

5 translations compared side by side

Odia - 1840
"ସମାନେେ ଏହିପରି କଲେ, କାରଣ ମିଦିଯନୀଯ ଓ ଅମାଲକେୀଯ ଓ ପୂର୍ବ ଦେଶିଯ ଗୋଷ୍ଠୀମାନେ ସର୍ବଦା ଆସି ସମାନଙ୍କେର ଫସଲ ନଷ୍ଟ କରି ଦେଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଏହିପରି ହେଲା ଯେ, ଇସ୍ରାଏଲୀୟମାନେ ବୀଜ ବୁଣିଲେ ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ସେମାନଙ୍କ ବିରୁଦ୍ଧରେ ଚଢ଼ି ଆସନ୍ତି; ସେମାନେ ସେମାନଙ୍କ ବିରୁଦ୍ଧରେ ଚଢ଼ି ଆସି
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଏହିପରି କଲେ, କାରଣ ମିଦିୟନୀୟ ଓ ଅମାଲେକୀୟ ଓ ପୂର୍ବ ଦେଶିୟ ଗୋଷ୍ଠୀମାନେ ସର୍ବଦା ଆସି ସେମାନଙ୍କର ଫସଲ ନଷ୍ଟ କରି ଦେଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଏହିପରି ହେଲା ଯେ, ଇସ୍ରାଏଲୀୟମାନେ ବୀଜ ବୁଣିଲେ ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ସେମାନଙ୍କ ବିରୁଦ୍ଧରେ ଚଢ଼ି ଆସନ୍ତି; ସେମାନେ ସେମାନଙ୍କ ବିରୁଦ୍ଧରେ ଚଢ଼ି ଆସି
Odia IRV 2017 (ଓଡିଆ ବାଇବେଲ)