Judges 6:30 — Compare Translations
5 translations compared side by side
Odia - 1840
"ତେଣୁ ସହରର ସମସ୍ତ ଲୋକ ୟୋଯାଶ ନିକଟକକ୍ସ୍ଟ ଗଲେ ଏବଂ ତାକକ୍ସ୍ଟ କହିଲେ। ତୋର ପକ୍ସ୍ଟଅକକ୍ସ୍ଟ ବାହାର କର, ସେ ବାଲ- ଦବେତାର ୟଜ୍ଞବଦେୀକକ୍ସ୍ଟ ଧ୍ବଂସ କରିଛି ଏବଂ ଆଶରେ ସ୍ତମ୍ଭକକ୍ସ୍ଟ କାଟି ପକାଇଛି ଯାହାକି ୟଜ୍ଞବଦେୀ ନିକଟରେ ଥିଲା। ସେଥିପାଇଁ ତୁମ୍ଭର ପକ୍ସ୍ଟଅ ନିଶ୍ଚିତ ମରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ନଗରସ୍ଥ ଲୋକମାନେ ଯୋୟାଶକୁ କହିଲେ, ତୁମ୍ଭ ପୁତ୍ରକୁ ବାହାର କରି ଆଣ, ସେ ହତ ହେବ; କାରଣ ସେ ବାଲ୍ର ଯଜ୍ଞବେଦି ଭାଙ୍ଗିଅଛି ଓ ତନ୍ନିକଟସ୍ଥ ଆଶେରା ମୂର୍ତ୍ତି କାଟି ପକାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସହରର ସମସ୍ତ ଲୋକ ଯୋୟାଶ ନିକଟକୁ ଗଲେ ଏବଂ ତାକୁ କହିଲେ। “ତୋର ପୁଅକୁ ବାହାର କର, ସେ ବାଲ୍-ଦେବତାର ଯଜ୍ଞବେଦିକୁ ଧ୍ୱଂସ କରିଛି ଏବଂ ଆଶେର ସ୍ତମ୍ଭକୁ କାଟି ପକାଇଛି ଯାହାକି ଯଜ୍ଞବେଦି ନିକଟରେ ଥିଲା। ସେଥିପାଇଁ ତୁମ୍ଭର ପୁଅ ନିଶ୍ଚିତ ମରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ନଗରସ୍ଥ ଲୋକମାନେ ଯୋୟାଶ୍କୁ କହିଲେ, “ତୁମ୍ଭ ପୁତ୍ରକୁ ବାହାର କରି ଆଣ, ସେ ହତ ହେବ; କାରଣ ସେ ବାଲ୍ର ଯଜ୍ଞବେଦି ଭାଙ୍ଗିଅଛି ଓ ତନ୍ନିକଟସ୍ଥ ଆଶେରା ମୂର୍ତ୍ତି କାଟି ପକାଇଅଛି।”
Odia IRV 2017 (ଓଡିଆ ବାଇବେଲ)
ତେବେ ନଗରସ୍ଥ ଲୋକମାନେ ଯୋୟାଶ୍କୁ କହିଲେ, ତୁମ୍ଭ ପୁତ୍ରକୁ ବାହାର କରି ଆଣ, ସେ ହତ ହେବ; କାରଣ ସେ ବାଲ୍ର ଯଜ୍ଞବେଦି ଭାଙ୍ଗିଅଛି ଓ ତନ୍ନିକଟସ୍ଥ ଆଶେରା ମୂର୍ତ୍ତି କାଟି ପକାଇଅଛି।