Judges 6:31 — Compare Translations

5 translations compared side by side

Odia - 1840
"ଏହାପରେ ୟୋଯାଶ ତାଙ୍କ ଚତକ୍ସ୍ଟଃପାଶର୍‌ବ ରେ ଘରେି ରହିଥିବା ଲୋକମାନଙ୍କୁ କହିଲେ, ତୁମ୍ଭମାନେେ କ'ଣ ବାଲ୍କକ୍ସ୍ଟ ପ୍ରତିରକ୍ଷା କରିବ? ତୁମ୍ଭେ ତାଙ୍କୁ ରକ୍ଷା କରିବ କି? ୟିଏ ବାଲ୍ ସକାେଶ ୟକ୍ସ୍ଟକ୍ତି କଲ, ସକାଳେ ତାକକ୍ସ୍ଟ ମୃତକ୍ସ୍ଟ୍ଯ ଦଣ୍ତ ଦିଆୟିବ। ଯଦି ବାଲ୍ ଦବେତା ଅଟେ, ସେ ନିଜେ ତାଙ୍କର ପ୍ରତିରକ୍ଷା କରୁ, ୟିଏ ତା'ର ୟଜ୍ଞବଦେୀ ଭାଙ୍ଗି ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯୋୟାଶ ଆପଣା ପ୍ରତିକୂଳରେ ଠିଆ ହେବା ସମସ୍ତଙ୍କୁ କହିଲା, ତୁମ୍ଭେମାନେ କି ବାଲ୍ ପକ୍ଷରେ ବିବାଦ କରିବ? ଅବା ତୁମ୍ଭେମାନେ କି ତାହାକୁ ଉଦ୍ଧାର କରିବ? ଯେ ତାହାର ପକ୍ଷରେ ବିବାଦ କରିବ, ଏହି ସକାଳ ଥାଉ ଥାଉ ତାହାର ପ୍ରାଣଦଣ୍ତ ହେଉ; ଯେବେ ସେ ଦେବତା, ତେବେ ସେ ଆପଣା ପକ୍ଷରେ ଆପେ ବିବାଦ କରୁ, କାରଣ କେହି ତାହାର ଯଜ୍ଞବେଦି ଭାଙ୍ଗିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯୋୟାଶ ତାଙ୍କ ଚତୁର୍ପାର୍ଶ୍ୱରେ ଘେରି ରହିଥିବା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ କ’ଣ ବା‌‌ଲ୍‌‌କୁ ପ୍ରତିରକ୍ଷା କରିବ? ତୁମ୍ଭେ ତାଙ୍କୁ ରକ୍ଷା କରିବ କି? ଯିଏ ବାଲ୍ ସକାଶେ ଯୁକ୍ତି କରେ, ସକାଳେ ତାକୁ ମୃତ୍ୟୁ ଦଣ୍ତ ଦିଆଯିବ। ଯଦି ‌ବା‌ଲ୍‌ଦେବତା ଅଟେ, ସେ ନିଜେ ତାଙ୍କର ପ୍ରତିରକ୍ଷା କରୁ, ଯିଏ ତା’ର ଯଜ୍ଞବେଦି ଭାଙ୍ଗି ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯୋୟାଶ୍‍ ଆପଣା ପ୍ରତିକୂଳରେ ଠିଆ ହେବା ସମସ୍ତଙ୍କୁ କହିଲା, “ତୁମ୍ଭେମାନେ କି ବାଲ୍‍ ପକ୍ଷରେ ବିବାଦ କରିବ? ଅବା ତୁମ୍ଭେମାନେ କି ତାହାକୁ ଉଦ୍ଧାର କରିବ? ଯେ ତାହାର ପକ୍ଷରେ ବିବାଦ କରିବ, ଏହି ସକାଳ ଥାଉ ଥାଉ ତାହାର ପ୍ରାଣଦଣ୍ଡ ହେଉ; ଯେବେ ସେ ଦେବତା, ତେବେ ସେ ଆପଣା ପକ୍ଷରେ ଆପେ ବିବାଦ କରୁ, କାରଣ କେହି ତାହାର ଯଜ୍ଞବେଦି ଭାଙ୍ଗିଅଛି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯୋୟାଶ୍‍ ଆପଣା ପ୍ରତିକୂଳରେ ଠିଆ ହେବା ସମସ୍ତଙ୍କୁ କହିଲା, ତୁମ୍ଭେମାନେ କି ବାଲ୍‍ ପକ୍ଷରେ ବିବାଦ କରିବ? ଅବା ତୁମ୍ଭେମାନେ କି ତାହାକୁ ଉଦ୍ଧାର କରିବ? ଯେ ତାହାର ପକ୍ଷରେ ବିବାଦ କରିବ, ଏହି ସକାଳ ଥାଉ ଥାଉ ତାହାର ପ୍ରାଣଦଣ୍ଡ ହେଉ; ଯେବେ ସେ ଦେବତା, ତେବେ ସେ ଆପଣା ପକ୍ଷରେ ଆପେ ବିବାଦ କରୁ, କାରଣ କେହି ତାହାର ଯଜ୍ଞବେଦି ଭାଙ୍ଗିଅଛି।