Judges 6:32 — Compare Translations
5 translations compared side by side
Odia - 1840
"ୟୋଯାଶ କହିଲେ, ଯଦି ଗିଦ୍ଦିୟୋନ ତା'ର ୟଜ୍ଞବଦେି ଭାଙ୍ଗିଛି ତବେେ, ବାଲ୍ ତାକକ୍ସ୍ଟ ନ୍ଯାଯାଳଯକକ୍ସ୍ଟ ନଇଯାେଉ। ତେଣୁ ସହେିଦିନ ୟୋଯାଶ ଗିଦ୍ଦିୟୋନର ଏକ ନୂତନ ନାମ, ୟିରକ୍ସ୍ଟଦ୍ଦାଲ୍ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସେ ବାଲ୍ର ଯଜ୍ଞବେଦି ଭାଙ୍ଗିବାରୁ ସେ ତାହା ପ୍ରତିକୂଳରେ ବିବାଦ କରୁ, ଏହା କହି ସେ ସେହି ଦିନ ଗିଦିୟୋନ୍ଙ୍କ ନାମ ଯିରୁବ୍ବାଲ (ବାଲ୍ ବିବାଦ କରୁ) ରଖିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାଶ କହିଲେ, “ଯଦି ଗିଦିୟୋନ ତା’ର ଯଜ୍ଞବେଦି ଭାଙ୍ଗିଛି ତେବେ, ବାଲ୍ ତାକୁ ନ୍ୟାୟାଳୟକୁ ନେଇଯାଉ।” ତେଣୁ ସେହି ଦିନ ଯୋୟାଶ ଗିଦିୟୋନର ଏକ ନୂତନ ନାମ, ଯିରୁବ୍ବାଲ୍ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସେ ବାଲ୍ର ଯଜ୍ଞବେଦି ଭାଙ୍ଗିବାରୁ “ସେ ତାହା ପ୍ରତିକୂଳରେ ବିବାଦ କରୁ,” ଏହା କହି ତାହାର ପିତା ସେହି ଦିନ ଗିଦିୟୋନ୍ଙ୍କ ନାମ “ଯିରୁବ୍ବାଲ୍” (ବାଲ୍ ବିବାଦ କରୁ) ରଖିଲା।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସେ ବାଲ୍ର ଯଜ୍ଞବେଦି ଭାଙ୍ଗିବାରୁ ସେ ତାହା ପ୍ରତିକୂଳରେ ବିବାଦ କରୁ, ଏହା କହି ତାହାର ପିତା ସେହି ଦିନ ଗିଦିୟୋନ୍ଙ୍କ ନାମ ଯିରୁବ୍ବାଲ୍ (ବାଲ୍ ବିବାଦ କରୁ) ରଖିଲା।