Judges 6:33 — Compare Translations
5 translations compared side by side
Odia - 1840
"ମିଦିଯନୀଯ, ଅମାଲକେୀଯ ଓ ପୂର୍ବ ଦେଶୀଯ ଲୋକମାନେ ନିଜକକ୍ସ୍ଟ ଏକତ୍ରୀତ କରାଇଲେ। ଇଶ୍ରାୟେଲ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବା ପାଇଁ ସହେି ଲୋକମାନେ ୟର୍ଦ୍ଦନ ନଦୀ ପାର ହାଇେ ୟିଷ୍ରିଯଲରେ ତଳ ଭୂମିରେ ଛାଉଣୀ ସ୍ଥାପନ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସମୟରେ ସମସ୍ତ ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ଆପଣାମାନଙ୍କୁ ଏକତ୍ର କଲେ; ପୁଣି ସେମାନେ ପାର ହୋଇ ଯିଷ୍ରୀୟେଲର ତଳଭୂମିରେ ଛାଉଣି କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମିଦିୟନୀୟ ଲୋକମାନଙ୍କୁ ଗିଦିୟୋନମାନେ ପରାସ୍ତ କଲେ ମିଦିୟନୀୟ, ଅମାଲେକୀୟ ଓ ପୂର୍ବ ଦେଶୀୟ ଲୋକମାନେ ନିଜକୁ ଏକତ୍ରିତ କରାଇଲେ। ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେହି ଲୋକମାନେ ଯର୍ଦ୍ଦନ ନଦୀ ପାର ହୋଇ ଯିଷ୍ରିୟେଲର ତଳ ଭୂମିରେ ଛାଉଣି ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ସମସ୍ତ ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ଆପଣାମାନଙ୍କୁ ଏକତ୍ର କଲେ; ପୁଣି ସେମାନେ ପାର ହୋଇ ଯିଷ୍ରିୟେଲର ତଳଭୂମିରେ ଛାଉଣି କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ସମୟରେ ସମସ୍ତ ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ଆପଣାମାନଙ୍କୁ ଏକତ୍ର କଲେ; ପୁଣି ସେମାନେ ପାର ହୋଇ ଯିଷ୍ରିୟେଲର ତଳଭୂମିରେ ଛାଉଣି କଲେ।