Judges 6:34 — Compare Translations
5 translations compared side by side
Odia - 1840
"ଯେ ହତେକ୍ସ୍ଟ ସଦାପ୍ରଭୁଙ୍କର ଆତ୍ମା ଗିଦ୍ଦିୟୋନ ଉପରେ ଅବତରଣ ହେଲା। ସେ ତୂରୀ ବଜାଇଲା, ଅବୀଯେଷ୍ରୀଯର ଲୋକମାନେ ନିବିଡ ଭାବରେ ତାକକ୍ସ୍ଟ ଅନକ୍ସ୍ଟସରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁଙ୍କ ଆତ୍ମା ଗିଦିୟୋନ୍ଙ୍କ ଉପରେ ଅଧିଷ୍ଠାନ କରନ୍ତେ, ସେ ତୂରୀ ବଜାଇଲେ; ତହିଁରେ ଅବୀୟେଷ୍ରୀୟ (ବଂଶ) ତାଙ୍କ ପଛେ ଏକତ୍ର ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେହେତୁ ସଦାପ୍ରଭୁଙ୍କର ଆତ୍ମା ଗିଦିୟୋନ ଉପରେ ଅବତରଣ ହେଲା। ସେ ତୂରୀ ବଜାଇଲେ, ଅବୀୟେଷ୍ରୀୟର ଲୋକମାନେ ନିବିଡ଼ ଭାବରେ ତାକୁ ଅନୁସରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁଙ୍କ ଆତ୍ମା ଗିଦିୟୋନ୍ଙ୍କ ଉପରେ ଅଧିଷ୍ଠାନ କରନ୍ତେ, ସେ ତୂରୀ ବଜାଇଲେ; ତହିଁରେ ଅବୀୟେଷ୍ରୀୟ (ବଂଶ) ତାଙ୍କ ପଛେ ଏକତ୍ର ହେଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସଦାପ୍ରଭୁଙ୍କ ଆତ୍ମା ଗିଦିୟୋନ୍ଙ୍କ ଉପରେ ଅଧିଷ୍ଠାନ କରନ୍ତେ, ସେ ତୂରୀ ବଜାଇଲେ; ତହିଁରେ ଅବୀୟେଷ୍ରୀୟ (ବଂଶ) ତାଙ୍କ ପଛେ ଏକତ୍ର ହେଲେ।