Judges 6:35 — Compare Translations

5 translations compared side by side

Odia - 1840
"ଗିଦ୍ଦିୟୋନ ମନଃଶି ପରିବାରବର୍ଗର ଲୋକମାନଙ୍କ ପାଖକକ୍ସ୍ଟ ଦୂତ ପଠାଇଲେ। ସହେି ଦୂତମାନେ ସମାନଙ୍କେୁ ୟକ୍ସ୍ଟଦ୍ଧ ପାଇଁ ପ୍ରସ୍ତକ୍ସ୍ଟତ ହବୋକକ୍ସ୍ଟ କହିଲେ। ଆଶରେ, ସବୂଲୂନ ଏବଂ ନଲ୍ଗାଲି ପରିବାରବର୍ଗର ଲୋକମାନଙ୍କ ନିକଟକକ୍ସ୍ଟ ସହେି ବାର୍ତ୍ତା ପଠାଗଲା। ତେଣୁ ସହେିସବୁ ପରିବାରବର୍ଗମାନେ ମଧ୍ଯ ଗିଦ୍ଦିୟୋନ ଓ ତାଙ୍କର ଲୋକମାନଙ୍କ ସହିତ ଯୋଗ ଦବୋକକ୍ସ୍ଟ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ମନଃଶି (ଦେଶର) ସର୍ବତ୍ର ଦୂତ ପଠାନ୍ତେ, ସେମାନେ ମଧ୍ୟ ତାହାର ପଛେ ଏକତ୍ର ହେଲେ, ତହୁଁ ସେ ଆଶେର୍ ଓ ସବୂଲୂନ ଓ ନପ୍ତାଲି (ବଂଶ) ନିକଟକୁ ଦୂତ ପଠାନ୍ତେ, ସେମାନେ ସେମାନଙ୍କ ସଙ୍ଗେ ମିଳିବାକୁ ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଗିଦିୟୋନ ମନଃଶି ପରିବାରବର୍ଗର ଲୋକମାନଙ୍କ ପାଖକୁ ଦୂତ ପଠାଇଲେ। ସେହି ଦୂତମାନେ ସେମାନଙ୍କୁ ଯୁଦ୍ଧ ପାଇଁ ପ୍ରସ୍ତୁତ ହେବାକୁ କହିଲେ। ଆଶେର, ସବୂଲୂନ ଏବଂ ନପ୍ତାଲି ପରିବାରବର୍ଗର ଲୋକମାନଙ୍କ ନିକଟକୁ ସେହି ବାର୍ତ୍ତା ପଠାଗଲା। ତେଣୁ ସେହିସବୁ ପରିବାରବର୍ଗମାନେ ମଧ୍ୟ ଗିଦିୟୋନ ଓ ତାଙ୍କର ଲୋକମାନଙ୍କ ସହିତ ଯୋଗଦେବାକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ମନଃଶି (ଦେଶର) ସର୍ବତ୍ର ଦୂତ ପଠାନ୍ତେ, ସେମାନେ ମଧ୍ୟ ତାହାର ପଛେ ଏକତ୍ର ହେଲେ, ତହୁଁ ସେ ଆଶେର ଓ ସବୂଲୂନ ଓ ନପ୍ତାଲି (ବଂଶ) ନିକଟକୁ ଦୂତ ପଠାନ୍ତେ, ସେମାନେ ସେମାନଙ୍କ ସଙ୍ଗେ ମିଳିବାକୁ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ମନଃଶି (ଦେଶର) ସର୍ବତ୍ର ଦୂତ ପଠାନ୍ତେ, ସେମାନେ ମଧ୍ୟ ତାହାର ପଛେ ଏକତ୍ର ହେଲେ, ତହୁଁ ସେ ଆଶେର ଓ ସବୂଲୂନ ଓ ନପ୍ତାଲି (ବଂଶ) ନିକଟକୁ ଦୂତ ପଠାନ୍ତେ, ସେମାନେ ସେମାନଙ୍କ ସଙ୍ଗେ ମିଳିବାକୁ ଆସିଲେ।