Judges 6:36 — Compare Translations

5 translations compared side by side

Odia - 1840
"ଗିଦ୍ଦିୟୋନ ସଦାପ୍ରଭୁଙ୍କୁ କହିଲେ, ଆପଣ କହିଥିଲେ, ଆପଣଙ୍କ ବାକ୍ଯାନକ୍ସ୍ଟସା ରେ ମାେଦ୍ବାରା ଇଶ୍ରାୟେଲକକ୍ସ୍ଟ ଉଦ୍ଧାର କରିବ। ଏହାର ସତ୍ଯତା ଦଖାେଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ଉତ୍ତାରେ ଗିଦିୟୋନ୍ ପରମେଶ୍ଵରଙ୍କୁ କହିଲେ, ଯେବେ ତୁମ୍ଭେ ଆପଣା ବାକ୍ୟ ପ୍ରମାଣେ ମୋʼ ହସ୍ତ ଦ୍ଵାରା ଇସ୍ରାଏଲକୁ ଉଦ୍ଧାର କରିବ,
Odia Bible ERV 2004 (ପବିତ୍ର ବାଇବଲ)
ଗିଦିୟୋନ ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ କହିଥିଲ, ଆପଣା ବାକ୍ୟାନୁସାରେ ମୋ’ ଦ୍ୱାରା ଇସ୍ରାଏଲକୁ ଉଦ୍ଧାର କରିବ। ଏହାର ସତ୍ୟତା ଦେଖାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଗିଦିୟୋନ୍‍ ପରମେଶ୍ୱରଙ୍କୁ କହିଲେ, “ଯେବେ ତୁମ୍ଭେ ଆପଣା ବାକ୍ୟ ପ୍ରମାଣେ ମୋʼ ହସ୍ତ ଦ୍ୱାରା ଇସ୍ରାଏଲକୁ ଉଦ୍ଧାର କରିବ,
Odia IRV 2017 (ଓଡିଆ ବାଇବେଲ)
ଏ ଉତ୍ତାରେ ଗିଦିୟୋନ୍‍ ପରମେଶ୍ୱରଙ୍କୁ କହିଲେ, ଯେବେ ତୁମ୍ଭେ ଆପଣା ବାକ୍ୟ ପ୍ରମାଣେ ମୋ’ ହସ୍ତ ଦ୍ୱାରା ଇସ୍ରାଏଲକୁ ଉଦ୍ଧାର କରିବ,