Judges 6:37 — Compare Translations
5 translations compared side by side
Odia - 1840
"ମୁ ଖଳା ରେ ମଷଚେମଡା ପକାଇବି ଯଦି ଖଳା ରେ ପଡିଥିବା ଚମଡା ଉପରେ କବଳେ କାକର ପଡିବ ଏ ଭୂମି ଶକ୍ସ୍ଟଷ୍କ ରହିବ। ତବେେ ମୁ ଜାଣିବି ଆପଣ ମାେଦ୍ବାରା ଇଶ୍ରାୟେଲକକ୍ସ୍ଟ ରକ୍ଷା କରୁଛନ୍ତି,। ଆପଣଙ୍କର ବାକ୍ଯାନକ୍ସ୍ଟସା ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଦେଖ, ମୁଁ ଖଳାରେ ଗଦାଏ ମେଷଲୋମ ରଖିବି; ଯେବେ କେବଳ ସେହି ଲୋମଗଦା ଉପରେ କାକର ପଡ଼େ ଓ ସମସ୍ତ ଭୂମି ଶୁଷ୍କ ରହେ, ତେବେ ତୁମ୍ଭେ ଆପଣା ବାକ୍ୟାନୁସାରେ ମୋʼ ହସ୍ତ ଦ୍ଵାରା ଇସ୍ରାଏଲକୁ ଉଦ୍ଧାର କରିବ ବୋଲି ମୁଁ ଜାଣିବି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଖଳାରେ ମେଷଚମଡ଼ା ପକାଇବି ଯଦି ଖଳାରେ ପଡ଼ିଥିବା ଚମଡ଼ା ଉପରେ କେବଳ କାକର ପଡ଼ିବ ଏବଂ ଭୂମି ଶୁଷ୍କ ରହିବ, ତେବେ ମୁଁ ଜାଣିବି ତୁମ୍ଭେ ଆପଣା ବାକ୍ୟାନୁସାରେ ମୋ’ ଦ୍ୱାରା ଇସ୍ରାଏଲକୁ ରକ୍ଷା କରୁଛ,।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଦେଖ, ମୁଁ ଖଳାରେ ଗଦାଏ ମେଷଲୋମ ରଖିବି; ଯେବେ କେବଳ ସେହି ଲୋମଗଦା ଉପରେ କାକର ପଡ଼େ ଓ ସମସ୍ତ ଭୂମି ଶୁଷ୍କ ରହେ, ତେବେ ତୁମ୍ଭେ ଆପଣା ବାକ୍ୟାନୁସାରେ ମୋʼ ହସ୍ତ ଦ୍ୱାରା ଇସ୍ରାଏଲକୁ ଉଦ୍ଧାର କରିବ ବୋଲି ମୁଁ ଜାଣିବି।”
Odia IRV 2017 (ଓଡିଆ ବାଇବେଲ)
ତେବେ ଦେଖ, ମୁଁ ଖଳାରେ ଗଦାଏ ମେଷଲୋମ ରଖିବି; ଯେବେ କେବଳ ସେହି ଲୋମଗଦା ଉପରେ କାକର ପଡ଼େ ଓ ସମସ୍ତ ଭୂମି ଶୁଷ୍କ ରହେ, ତେବେ ତୁମ୍ଭେ ଆପଣା ବାକ୍ୟାନୁସାରେ ମୋ’ ହସ୍ତ ଦ୍ୱାରା ଇସ୍ରାଏଲକୁ ଉଦ୍ଧାର କରିବ ବୋଲି ମୁଁ ଜାଣିବି।