Judges 6:38 — Compare Translations

5 translations compared side by side

Odia - 1840
"ଏବଂ ତାହା ଠିକ୍ ସହେିପରି ହିଁ ଘଟିଥିଲା। ଗିଦ୍ଦିଯୋନୀଯ ତା'ପରଦିନ ପ୍ରଭାତ ରେ ଉଠି ସହେି ଚମଡାକକ୍ସ୍ଟ ଏକତ୍ର ଚିପକ୍ସ୍ଟଡନ୍ତେ ଲୋମରକ୍ସ୍ଟ ପୂର୍ଣ୍ଣ ଏକ ପାତ୍ର ଜଳ ବାହାରିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେରୂପ ହେଲା; ସେ ପରଦିନ ପ୍ରଭାତରେ ଉଠି ସେହି ଲୋମ ଏକତ୍ର ଚିପି କାକର ଚିପୁଡ଼ନ୍ତେ, ଲୋମରୁ ପୂର୍ଣ୍ଣ ଏକପାତ୍ର ଜଳ ବାହାରିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ତାହା ଠିକ୍ ସେହିପରି ହିଁ ଘଟିଥିଲା। ଗିଦିୟୋନ ତା’ ପରଦିନ ପ୍ରଭାତରେ ଉଠି ସେହି ଚମଡ଼ାକୁ ଏକତ୍ର ଚିପୁଡ଼ନ୍ତେ ଲୋମରୁ ପୂର୍ଣ୍ଣ ଏକ ପାତ୍ର ଜଳ ବାହାରିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେରୂପ ହେଲା; ସେ ପରଦିନ ପ୍ରଭାତରେ ଉଠି ସେହି ଲୋମ ଏକତ୍ର ଚିପି କାକର ଚିପୁଡ଼ନ୍ତେ, ଲୋମରୁ ପୂର୍ଣ୍ଣ ଏକ ପାତ୍ର ଜଳ ବାହାରିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେରୂପ ହେଲା; ସେ ପରଦିନ ପ୍ରଭାତରେ ଉଠି ସେହି ଲୋମ ଏକତ୍ର ଚିପି କାକର ଚିପୁଡ଼ନ୍ତେ, ଲୋମରୁ ପୂର୍ଣ୍ଣ ଏକ ପାତ୍ର ଜଳ ବାହାରିଲା।