Judges 6:39 — Compare Translations
5 translations compared side by side
Odia - 1840
"ଏହାପରେ ଗିଦ୍ଦିୟୋନ ପରମେଶଓରଙ୍କୁ କହିଲେ, ମାେ ଉପରେ କୋରଧିତ ହକ୍ସ୍ଟଅ ନାହିଁ। ମାେତେ କବଳେ ଆଉ ଗୋଟିଏ କଥା ପଗ୍ଭରିବାକକ୍ସ୍ଟ ଅନକ୍ସ୍ଟମତି ଦିଅ। ଏହି ଚମଡାଦ୍ବାରା ମାେତେ ତୁମ୍ଭକୁ ପରୀକ୍ଷା କରିବାକୁ ଦିଅ। ଚମଡାଟି ଶକ୍ସ୍ଟଖିଯାଉ ଏବଂ ତା'ର ଗ୍ଭରିପାଖ ରେ ଥିବା ଭୂମି କାକର ରେ ଓଦା ଦେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଗିଦିୟୋନ୍ ପରମେଶ୍ଵରଙ୍କୁ କହିଲେ, ମୋʼ ପ୍ରତିକୂଳରେ ତୁମ୍ଭର କ୍ରୋଧ ପ୍ରଜ୍ଵଳିତ ନ ହେଉ, ମୁଁ ଏହି ଥରକ ମାତ୍ର କହିବି; ବିନୟ କରୁଅଛି; ଏହି ଲୋମ ଦ୍ଵାରା ମୋତେ ଏହି ଥରକ ମାତ୍ର ପରୀକ୍ଷା ନେବାକୁ ଦିଅ; ବିନୟ କରୁଅଛି, କେବଳ ଲୋମ ଉପରେ ଶୁଷ୍କତା ହେଉ ଓ ସମସ୍ତ ଭୂମି ଉପରେ କାକର ପଡ଼ୁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଗିଦିୟୋନ ପରମେଶ୍ୱରଙ୍କୁ କହିଲେ, “ମୋ’ ଉପରେ କ୍ରୋଧିତ ହୁଅ ନାହିଁ। ମୋତେ କେବଳ ଆଉ ଗୋଟିଏ କଥା ପଗ୍ଭରିବାକୁ ଅନୁମତି ଦିଅ। ଏହି ଚମଡ଼ାଦ୍ୱାରା ମୋତେ ତୁମ୍ଭକୁ ପରୀକ୍ଷା କରିବାକୁ ଦିଅ। ଚମଡ଼ାଟି ଶୁଖିଯାଉ ଏବଂ ତା’ର ଗ୍ଭରିପାଖରେ ଥିବା ଭୂମି କାକରରେ ଓଦା ଦେଉ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଗିଦିୟୋନ୍ ପରମେଶ୍ୱରଙ୍କୁ କହିଲେ, “ମୋʼ ପ୍ରତିକୂଳରେ ତୁମ୍ଭର କ୍ରୋଧ ପ୍ରଜ୍ୱଳିତ ନ ହେଉ, ମୁଁ ଏହି ଥରକ ମାତ୍ର କହିବି; ବିନୟ କରୁଅଛି; ଏହି ଲୋମ ଦ୍ୱାରା ମୋତେ ଏହି ଥରକ ମାତ୍ର ପରୀକ୍ଷା ନେବାକୁ ଦିଅ; ବିନୟ କରୁଅଛି, କେବଳ ଲୋମ ଉପରେ ଶୁଷ୍କତା ହେଉ ଓ ସମସ୍ତ ଭୂମି ଉପରେ କାକର ପଡ଼ୁ।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଗିଦିୟୋନ୍ ପରମେଶ୍ୱରଙ୍କୁ କହିଲେ, ମୋ’ ପ୍ରତିକୂଳରେ ତୁମ୍ଭର କ୍ରୋଧ ପ୍ରଜ୍ୱଳିତ ନ ହେଉ, ମୁଁ ଏହି ଥରକ ମାତ୍ର କହିବି; ବିନୟ କରୁଅଛି; ଏହି ଲୋମ ଦ୍ୱାରା ମୋତେ ଏହି ଥରକ ମାତ୍ର ପରୀକ୍ଷା ନେବାକୁ ଦିଅ; ବିନୟ କରୁଅଛି, କେବଳ ଲୋମ ଉପରେ ଶୁଷ୍କତା ହେଉ ଓ ସମସ୍ତ ଭୂମି ଉପରେ କାକର ପଡ଼ୁ।