Judges 6:4 — Compare Translations

5 translations compared side by side

Odia - 1840
"ସମାନେେ ଛାଉଣୀ ସ୍ଥାପନ କରି ଘାସା ପର୍ୟ୍ଯନ୍ତ ଭୂମିଜାତ ଶସ୍ଯାଦି ବିନାଶ କରନ୍ତି। ଇଶ୍ରାୟେଲର ଲୋକମାନଙ୍କର ଖାଇବା ପାଇଁ କିଛି ଛାଡିଲେ ନାହିଁ। ଏପରିକି ସମାନେେ ମଷେ, ଗୋରୁ କିମ୍ବା ଗଧ କିଛି ଛାଡିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ସମ୍ମୁଖରେ ଛାଉଣି କରି ଘସା ପର୍ଯ୍ୟନ୍ତ ଭୂମିଜାତ ଶସ୍ୟାଦି ବିନାଶ କରନ୍ତି, ପୁଣି ଇସ୍ରାଏଲଙ୍କ ମଧ୍ୟରେ ପ୍ରାଣ ବଞ୍ଚିବାର କୌଣସି ଉପାୟ, କି ମେଷ, କି ଗୋରୁ, କି ଗଧ, କିଛି ରଖନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଛାଉଣି ସ୍ଥାପନ କରି ଘସା ପର୍ଯ୍ୟନ୍ତ ଭୂମିଜାତ ଶସ୍ୟାଦି ବିନାଶ କଲେ। ଇସ୍ରାଏଲର ଲୋକମାନଙ୍କର ଖାଇବା ପାଇଁ କିଛି ଛାଡ଼ିଲେ ନାହିଁ। ଏପରିକି ସେମାନେ ମେଷ, ଗୋରୁ କିମ୍ବା ଗଧ କିଛି ଛାଡ଼ିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ସମ୍ମୁଖରେ ଛାଉଣି କରି ଘସା ପର୍ଯ୍ୟନ୍ତ ଭୂମିଜାତ ଶସ୍ୟାଦି ବିନାଶ କରନ୍ତି, ପୁଣି ଇସ୍ରାଏଲଙ୍କ ମଧ୍ୟରେ ପ୍ରାଣ ବଞ୍ଚିବାର କୌଣସି ଉପାୟ, କି ମେଷ, କି ଗୋରୁ, କି ଗଧ, କିଛି ରଖନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ସମ୍ମୁଖରେ ଛାଉଣି କରି ଘସା ପର୍ଯ୍ୟନ୍ତ ଭୂମିଜାତ ଶସ୍ୟାଦି ବିନାଶ କରନ୍ତି, ପୁଣି ଇସ୍ରାଏଲଙ୍କ ମଧ୍ୟରେ ପ୍ରାଣ ବଞ୍ଚିବାର କୌଣସି ଉପାୟ, କି ମେଷ, କି ଗୋରୁ, କି ଗଧ, କିଛି ରଖନ୍ତି ନାହିଁ।