Judges 6:40 — Compare Translations
5 translations compared side by side
Odia - 1840
"ସହେିଦିନ ରାତ୍ରି ରେ ପରମେଶଓରଙ୍କୁ ଠିକ୍ ସହେିପରି କଲେ, ଚମଡାଟି ଶକ୍ସ୍ଟଷ୍କ ହାଇଗେଲା କିନ୍ତୁ ଭୂମିର ଚତକ୍ସ୍ଟଃପାଶର୍ବସ୍ଥ କାକର ଦ୍ବାରା ଓଦା ରହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ପରମେଶ୍ଵର ସେହି ରାତ୍ରି ସେରୂପ କଲେ; କେବଳ ଲୋମ ଉପରେ ଶୁଷ୍କତା ହେଲା ଓ ସମସ୍ତ ଭୂମିରେ କାକର ପଡ଼ିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ରାତ୍ରିରେ ପରମେଶ୍ୱର ଠିକ୍ ସେହିପରି କଲେ, ଚମଡ଼ାଟି ଶୁଷ୍କ ହୋଇଗଲା କିନ୍ତୁ ଭୂମିର ଚତୁର୍ପାର୍ଶ୍ୱ କାକର ଦ୍ୱାରା ଓଦା ରହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ପରମେଶ୍ୱର ସେହି ରାତ୍ରି ସେରୂପ କଲେ; କେବଳ ଲୋମ ଉପରେ ଶୁଷ୍କତା ହେଲା ଓ ସମସ୍ତ ଭୂମିରେ କାକର ପଡ଼ିଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ପରମେଶ୍ୱର ସେହି ରାତ୍ରି ସେରୂପ କଲେ; କେବଳ ଲୋମ ଉପରେ ଶୁଷ୍କତା ହେଲା ଓ ସମସ୍ତ ଭୂମିରେ କାକର ପଡ଼ିଲା।