Judges 6:5 — Compare Translations
5 translations compared side by side
Odia - 1840
"ସମାନେେ ପଙ୍ଗପାଳର ଦଳପରି ସମାନଙ୍କେର ତମ୍ବୁ ଓ ପଶକ୍ସ୍ଟଗକ୍ସ୍ଟଡିକ ସହିତ ଅଧିକ ସଂଖ୍ଯା ରେ ଆସିଲେ। ସମାନେେ ଓ ସମାନଙ୍କେର ଓଟଗକ୍ସ୍ଟଡିକ ଅଧିକ ଥିଲେ ଯେ ଏହା ଗଣନା କରିବା ଅସମ୍ଭବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନେ ଆପଣା ଆପଣା ପଶୁ ଓ ତମ୍ଵୁ ଘେନି ଚଢ଼ି ଆସନ୍ତି, ସେମାନେ ପଙ୍ଗପାଳ ପରି ବହୁସଂଖ୍ୟକ ହୋଇ ଆସନ୍ତି, ସେମାନେ ଓ ସେମାନଙ୍କ ଓଟ ଉଭୟ ଅସଂଖ୍ୟ; ଆଉ ସେମାନେ ଦେଶକୁ ଉଚ୍ଛିନ୍ନ କରିବାକୁ ଆସନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପଙ୍ଗପାଳର ଦଳପରି ସେମାନଙ୍କର ତମ୍ବୁ ଓ ପଶୁଗୁଡ଼ିକ ସହିତ ଅଧିକ ସଂଖ୍ୟାରେ ଆସିଲେ। ସେମାନେ ଓ ସେମାନଙ୍କର ଓଟଗୁଡ଼ିକ ଅଧିକ ଥିଲେ ଯେ ଏହା ଗଣନା କରିବା ଅସମ୍ଭବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନେ ଆପଣା ଆପଣା ପଶୁ ଓ ତମ୍ବୁ ଘେନି ଚଢ଼ି ଆସନ୍ତି, ସେମାନେ ପଙ୍ଗପାଳ ପରି ବହୁସଂଖ୍ୟକ ହୋଇ ଆସନ୍ତି, ସେମାନେ ଓ ସେମାନଙ୍କ ଓଟ ଉଭୟ ଅସଂଖ୍ୟ; ଆଉ ସେମାନେ ଦେଶକୁ ଉଚ୍ଛିନ୍ନ କରିବାକୁ ଆସନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନେ ଆପଣା ଆପଣା ପଶୁ ଓ ତମ୍ବୁ ଘେନି ଚଢ଼ି ଆସନ୍ତି, ସେମାନେ ପଙ୍ଗପାଳ ପରି ବହୁସଂଖ୍ୟକ ହୋଇ ଆସନ୍ତି, ସେମାନେ ଓ ସେମାନଙ୍କ ଓଟ ଉଭୟ ଅସଂଖ୍ୟ; ଆଉ ସେମାନେ ଦେଶକୁ ଉଚ୍ଛିନ୍ନ କରିବାକୁ ଆସନ୍ତି।