Judges 6:7 — Compare Translations
5 translations compared side by side
Odia - 1840
"ମିଦିଯନୀଯ ଲୋକମାନେ ସମାନଙ୍କେୁ ଏତେ କଷ୍ଟ ଦେଲେ ଯେ, ଇଶ୍ରାୟେଲ ଲୋକମାନେ ସାହାୟ୍ଯ ପାଇଁ ସଦାପ୍ରଭୁଙ୍କୁ ଡାକିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଇସ୍ରାଏଲ-ସନ୍ତାନଗଣ ମିଦୀୟନ ସକାଶୁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ,
Odia Bible ERV 2004 (ପବିତ୍ର ବାଇବଲ)
ମିଦିୟନୀୟ ଲୋକମାନେ ସେମାନଙ୍କୁ ଏତେ କଷ୍ଟ ଦେଲେ ଯେ, ଇସ୍ରାଏଲ ଲୋକମାନେ ସାହାଯ୍ୟ ପାଇଁ ସଦାପ୍ରଭୁଙ୍କୁ ଡାକିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଇସ୍ରାଏଲ-ସନ୍ତାନଗଣ ମିଦୀୟନ ସକାଶୁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ,
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଇସ୍ରାଏଲ ସନ୍ତାନଗଣ ମିଦୀୟନ ସକାଶୁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ,